Sunday, October 11, 2026
22.9 C
Odisha

    ଭାରସାମ୍ୟ ହରାଇ ଡିଭାଇଡରରେ ପିଟି ହେଲା ଆମ୍ବୁଲାନ୍ସ, ଅଳ୍ପକେ ବର୍ତ୍ତିଲେ ରୋଗୀ

    ଆଗକୁ ପଢନ୍ତୁ

    ସିମୁଳିଆ :  ବାଲେଶ୍ଵର ଜିଲ୍ଲା ସିମୁଳିଆରେ ଅଭାବନୀୟ ଘଟଣା ଘଟିଛି। ଆନ୍ଧ୍ର ପ୍ରଦେଶ ବିଶାଖାପାଟଣାର ଏକ ଘରୋଇ ହସ୍ପିଟାଲରୁ ରୋଗୀ ନେଇ ଏକ ଆମ୍ବୁଲାନ୍ସ ଯାଉଥିବାବେଳେ ୧୬ନଂ ଜାତୀୟ ରାଜପଥର ସିମୁଳିଆ ଥାନା ସମ୍ମୁଖରେ ଭାରସାମ୍ୟ ହରାଇ ଏକ ଡିଭାଇଡରରେ ପିଟି ହୋଇଯାଇଥିଲା। ଦୁର୍ଘଟଣାରେ ଆମ୍ବୁଲାନ୍ସଟି ଭାଙ୍ଗିରୁଜ୍ଜି ଯାଇଛି। ମାତ୍ର ରୋଗୀ ଏବଂ ତାଙ୍କ ପରିବାର ଲୋକଙ୍କର କିଛି କ୍ଷତି ହୋଇ ନ ଥିବା ଜଣାପଡିଛି। ଖବର ପାଇ ସିମୁଳିଆ ପୁଲିସ୍‌ ଘଟଣା ସ୍ଥଳରେ ପହଞ୍ଚି ରୋଗୀ ଓ ପରିବାର ବର୍ଗଙ୍କୁ ଉଦ୍ଧାର କରି ଅନ୍ୟ ଏକ ଗାଡିରେ ଗନ୍ତବ୍ୟ ସ୍ଥଳକୁ ପଠାଇଥିବା ଜଣାପଡିଛି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    22.9 ° C
    22.9 °
    22.9 °
    80 %
    1.3kmh
    0 %
    Sun
    23 °
    Mon
    30 °
    Tue
    30 °
    Wed
    30 °
    Thu
    30 °

    ସମ୍ବନ୍ଧିତ