Thursday, March 12, 2026
32.2 C
Odisha

    ଭାରସାମ୍ୟ ହରାଇ ପୋଲ ତଳକୁ ଖସିଲା ଯାତ୍ରୀବାହୀ ବସ୍, ୨୦ ଆହତ

    ଆଗକୁ ପଢନ୍ତୁ

    ବାଲେଶ୍ବର : ଭାରସାମ୍ୟ ହରାଇ ପୋଲ ତଳକୁ ଖସିଲା ଯାତ୍ରୀବାହୀ ବସ୍, ୨୦ ଆହତ। ବାଲେଶ୍ବର ଉପକଣ୍ଠ କଶୀମିଳାରେ ନିକଟରେ ଘଟିଛି ଏହି ଦୁର୍ଘଟଣା । ଆହତମାନଙ୍କୁ ମେଡିକାଲରେ ଭର୍ତ୍ତି କରାଯାଇଛି । ୪୦ରୁ ଅଧିକ ଯାତ୍ରୀଙ୍କୁ ନେଇ ବସଟି ବାଲିଆପାଳରୁ ବାଲେଶ୍ବର ଅଭିମୁଖେ ଯାଉଥିବାବେଳେ ନୁଣିଆଯୋଡ଼ି ପୋଲ ନିକଟରେ ଭାରସାମ୍ୟ ହରାଇ ଓଲଟି ପଡିଥିଲା । ଫଳରେ ପୋଲ କଡ଼ରେ ଥିବା ପାଣିରେ ବସଟି ପଡିଯାଇଥିଲା । ଦୁର୍ଘଟଣା ସମ୍ପର୍କରେ ଖବର ପାଇ ପୋଲିସ ଓ ଉଦ୍ଧାରକାରୀ ଦଳ ଘଟଣାସ୍ଥଳରେ ପହଞ୍ଚି ଯାତ୍ରୀମାନଙ୍କୁ ଉଦ୍ଧାର କରିଛନ୍ତି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    32.2 ° C
    32.2 °
    32.2 °
    15 %
    3.4kmh
    0 %
    Thu
    37 °
    Fri
    38 °
    Sat
    39 °
    Sun
    40 °
    Mon
    38 °

    ସମ୍ବନ୍ଧିତ