Friday, March 27, 2026
31.5 C
Odisha

    ଭାରସାମ୍ୟ ହରାଇ ବାଇକ ଦୁର୍ଘଟଣାରେ ୨ ମୃତ

    ଆଗକୁ ପଢନ୍ତୁ

    ଭବାନୀପାଟଣା : ଗତକାଲି ବିଳମ୍ବିତ ରାତିରେ କଳାହାଣ୍ଡି ଜିଲ୍ଲା କୋକସରା ଥାନା ଭାଲୁପଡା ଛକ ବୁଲାଣିରେ ଭାରସାମ୍ୟ ହରାଇ ବାଇକ ଦୁର୍ଘଟଣା ଯୋଗୁଁ ୨ ଜଣଙ୍କର ମୃତ୍ୟୁ ଘଟିଛି। ମୃତ ଦୁଇ ଜଣ ଆମପାଣି ଥାନା କେନ୍ଦୁଡଙ୍ଗରୀ ଗାଁର ବବଲୁ ନାଏକ ଓ କୁନା ମାଝୀ ବୋଲି ଜଣାପଡିଛି। ଦୁହେଁ ଏକ ବିବାହ କାର୍ଯ୍ୟରେ ଯୋଗ ଦେଇ ବିଳମ୍ବିତ ରାତିରେ ଘରକୁ ଫେରୁଥିବା ବେଳେ ଦୁର୍ଘଟଣାର ଶିକାର ହୋଇଥିବା ଜଣାପଡ଼ିଛି। ଆଜି ପ୍ରାତଃ ଭ୍ରମଣରେ ଯାଉଥିବା ଲୋକେ ଘଟଣା ଦେଖି ପୋଲିସକୁ ଜଣାଇଥିଲେ। ଏସଂକ୍ରାନ୍ତରେ କୋକସରା ପୁଲିସ ଏକ ମାମଲା ରୁଜୁ କରି ଶବ ବ୍ୟବଚ୍ଛେଦ ପାଇଁ କୋକସରା ଡାକ୍ତରଖାନାକୁ ପଠାଇଛି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    broken clouds
    31.5 ° C
    31.5 °
    31.5 °
    26 %
    2.6kmh
    57 %
    Fri
    33 °
    Sat
    39 °
    Sun
    40 °
    Mon
    40 °
    Tue
    38 °

    ସମ୍ବନ୍ଧିତ