Sunday, December 21, 2025
25.9 C
Odisha

    ଭାଲୁ ଆକ୍ରମଣରେ ବାପାପୁଅ ମୃତ

    ଆଗକୁ ପଢନ୍ତୁ

    ଉମରକୋଟ : ଭାଲୁ ଆକ୍ରମଣରେ ବାପାପୁଅଙ୍କ ମୃତ୍ୟୁ ହୋଇଥିବା ବେଳେ ଫରେଷ୍ଟ ଗାର୍ଡ ଗୁରୁତର ହୋଇଛନ୍ତି । ଏଭଳି ଏକ ଅଭାବନୀୟ ଘଟଣା କାଙ୍କେର ଜିଲ୍ଲା ଡଙ୍ଗରକଟା ଗାଁ ଜେଲାନକାସା ଜଙ୍ଗଲରେ ଘଟିଛି । ଜେଲାନକାସା ଜଙ୍ଗଲରେ ବାପାପୁଅ କାଠ ପାଇଁ ଯାଇଥିବା ବେଳେ ଭାଲୁର ଆକ୍ରମଣର ଶିକାର ହୋଇଛନ୍ତି । ଖବର ପାଇ ଉଭୟଙ୍କୁ ଉଦ୍ଧାର ପାଇଁ ଯାଇଥିବା ଜଣେ ବନ କର୍ମଚାରୀଙ୍କୁ ମଧ୍ୟ ଭାଲୁ ଆକ୍ରମଣ କରି ଲହୁଲୁହାଣ କରିଛି । ତାଙ୍କୁ ତୁରନ୍ତ ଉଦ୍ଧାର କରାଯାଇ ମେଡିକାଲରେ ଭର୍ତ୍ତି କରାଯାଇଛି । ଅନ୍ୟ ବନ କର୍ମଚାରୀ ଓ ପୁଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛନ୍ତି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    broken clouds
    25.9 ° C
    25.9 °
    25.9 °
    28 %
    2.5kmh
    83 %
    Sun
    23 °
    Mon
    27 °
    Tue
    27 °
    Wed
    28 °
    Thu
    28 °

    ସମ୍ବନ୍ଧିତ