Saturday, August 22, 2026
25.3 C
Odisha

    ଭିଜିଲାନ୍ସ ଜାଲରେ ଅବକାରୀ ଯୁଗ୍ମ କିମିଶନର

    ଆଗକୁ ପଢନ୍ତୁ

    ଭୁବନେଶ୍ୱର : ଭିଜିଲାନ୍ସ ଜାଲରେ ଅବକାରୀ ଯୁଗ୍ମ କିମିଶନର । ଯୁଗ୍ମ କମିଶନର ରାମଚନ୍ଦ୍ର ମିଶ୍ରଙ୍କ ଘରେ ରେଡ୍ । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ଟିମ୍ ଏକକାଳୀନ ୧୦ଟି ସ୍ଥାନରେ ଚଢ଼ାଉ କରିଥିବା ଜଣାପଡ଼ିଛି । ଭୁବନେଶ୍ୱର, ସୋନପୁର ଏବଂ ବଲାଙ୍ଗିର ସମେତ ଅନ୍ୟ ସ୍ଥାନରେ ଜାରି ରହିଛି ରେଡ୍ । ଯୁଗ୍ମ କମିଶନରଙ୍କ ବାସଭବନ ଓ ଅଫିସରେ ମଧ୍ୟ ଚଢ଼ାଉ ଜାରି ରହିଛି । ଏହି ଚଢ଼ାଉ ଟିମରେ ୧୦ ଜଣ ଡିଏସପି ଏବଂ ୧୫ ଜଣ ଇନ୍ସପେକ୍ଟର ସାମିଲ ଥିବା ଜଣାପଡ଼ିଛି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    25.3 ° C
    25.3 °
    25.3 °
    93 %
    0.7kmh
    100 %
    Sat
    26 °
    Sun
    29 °
    Mon
    29 °
    Tue
    28 °
    Wed
    30 °

    ସମ୍ବନ୍ଧିତ