Friday, October 2, 2026
25.2 C
Odisha

    ଭିଜିଲାନ୍ସ ଜାଲରେ ଆରଆଇ, ୧୦ ହଜାର ଟଙ୍କା ଲାଞ୍ଚ ନେବାବେଳେ ଧରାପଡିଲେ

    ଆଗକୁ ପଢନ୍ତୁ

    କଟକ : ଭିଜିଲାନ୍ସ ଜାଲରେ ଆରଆଇ । କଟକ ସଦର କଖଡି ଆରଆଇ ଜାନକୀ ରଞ୍ଜନ ମଲ୍ଲିକ ଭିଜିଲାନ୍ସ ଜାଲରେ ଧରାପଡିଛନ୍ତି । ୧୦ ହଜାର ଟଙ୍କା ଲାଞ୍ଚ ନେବାବେଳେ ମାଡି ବସିଲା ଭିଜିଲାନ୍ସ । ଜମି ପଟ୍ଟା କରାଇ ଦେବାକୁ ନେଉଥିଲେ ଏହି ଲାଞ୍ଚ । ଲାଞ୍ଚ ଟଙ୍କା ଜବତ କରିଛି ଭିଜିଲାନ୍ସ । ଟ୍ରାପ ପରେ ଜାନକୀ ରଞ୍ଜନ ମଲ୍ଲିକଙ୍କର ତିନୋଟି ଠିକଣାରେ ଚଢ଼ାଉ କରିଛି ଭିଜିଲାନ୍ସ । ତାଙ୍କର ଆୟ ବହିର୍ଭୂତ ସମ୍ପତ୍ତିର ଯାଞ୍ଚ ଚାଲିଛି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    scattered clouds
    25.2 ° C
    25.2 °
    25.2 °
    76 %
    0.6kmh
    49 %
    Fri
    30 °
    Sat
    30 °
    Sun
    30 °
    Mon
    30 °
    Tue
    31 °

    ସମ୍ବନ୍ଧିତ