Thursday, April 2, 2026
26 C
Odisha

    ଭିଜିଲାନ୍ସ ଜାଲରେ କଣ୍ଟାପଡ଼ା ତହସିଲଦାର

    ଆଗକୁ ପଢନ୍ତୁ

    କଟକ : ଭିଜିଲାନ୍ସ ଜାଲରେ କଟକ ଜିଲ୍ଲା କଣ୍ଟାପଡ଼ା ତହସିଲ୍‌ଦାର। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ତହସିଲ୍‌ଦାର ପ୍ରସନ୍ନ ସାମନ୍ତରାୟଙ୍କ ଘରେ ଭିଜିଲାନ୍ସ ଚଢାଉ ଜାରି ରଖିଛି।  କଟକ, ଭୁବନେଶ୍ୱର, ପୁରୀ ଓ କେନ୍ଦ୍ରାପଡ଼ା ଏକକାଳୀନ ୭ଟି ସ୍ଥାନରେ ଚଢ଼ାଉ ଚାଲିଛି।  ଭୁବନେଶ୍ୱର ସହିଦନଗରରେ ଥିବା ଏକ ଆବାସିକ ତିନି ମହଲା କୋଠା, ପୁରୀ ଗଡିଶଗଡାରେ ଥିବା ପୈତୃକ ଘର, ଭୁବନେଶ୍ଵର ଲକ୍ଷ୍ମୀସାଗରରେ ଥିବା ସମ୍ପର୍କୀୟଙ୍କ ଘର , କଟକ ଜିଲ୍ଲା କଣ୍ଟାପଡାରେ ଥିବା ଅଫିସ୍ ଚାମ୍ବର , କେନ୍ଦ୍ରାପଡାରେ ଥିବା ଅନ୍ୟ ଜଣେ ସମ୍ପର୍କୀୟଙ୍କ ଘର ଏବଂ କଣ୍ଟାପଡାରେ ଥିବା ସରକାର କ୍ଵାଟର୍ସରେ ଚଢାଉ ଜାରି ରହିଛି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    26 ° C
    26 °
    26 °
    46 %
    1.3kmh
    0 %
    Thu
    39 °
    Fri
    41 °
    Sat
    38 °
    Sun
    37 °
    Mon
    35 °

    ସମ୍ବନ୍ଧିତ