Wednesday, April 8, 2026
23.9 C
Odisha

    ଭିଜିଲାନ୍ସ ଜାଲରେ କନିଷ୍ଠ ଯନ୍ତ୍ରୀ, ସମ୍ପତ୍ତି ଠୁଳ ଅଭିଯୋଗରେ ଚଢ଼ାଉ

    ଆଗକୁ ପଢନ୍ତୁ

    ମାଲକାନଗିରି  : ଭିଜିଲାନ୍ସ ଜାଲରେ କନିଷ୍ଠ ଯନ୍ତ୍ରୀ ।  ମାଲକାନଗିରି ସଦର ମହକୁମା ବ୍ଲକ ଜେଇ ନିହାର ରଞ୍ଜନ ସରକାରଙ୍କ ଘରେ ରେଡ୍ ।  ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଚଢ଼ାଉ  ହୋଇଛି ।  ୪ଟି ସ୍ଥାନରେ ରେଡ୍ କରୁଛି ଭିଜିଲାସନ୍ସ  ଟିମ୍ ।  ମାଲକାନଗିରି ଟାଉନରେ ଥିବା ୩ ମହଲା ଘରେ ଚାଲିଛି ଯାଞ୍ଚ ।

    ଏହାସହ ନବରଙ୍ଗପୁର ଜିଲ୍ଲା ରାଇଘରରେ ଥିବା ସମ୍ପର୍କୀୟଙ୍କ ଘର ଓ ମାଲକାନଗିରି ବିଡିଓଙ୍କ କାର୍ଯ୍ୟାଳୟରେ ଚଢ଼ାଉ ଚାଲିଛି ।  ଚଢ଼ାଉରେ ୪ଜଣ ଡିଏସପି, ୭ଜଣ ଇନସ୍ପେକ୍ଟର ଓ ଅନ୍ୟ ଅଧିକାରୀ ସାମିଲ ଅଛନ୍ତି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    scattered clouds
    23.9 ° C
    23.9 °
    23.9 °
    77 %
    1.6kmh
    26 %
    Tue
    25 °
    Wed
    38 °
    Thu
    37 °
    Fri
    39 °
    Sat
    39 °

    ସମ୍ବନ୍ଧିତ