Sunday, October 25, 2026
20.1 C
Odisha

    ଭିଜିଲାନ୍ସ ଜାଲରେ କେନ୍ଦ୍ରାପଡ଼ା ଅତିରିକ୍ତ ଯୋଗାଣ ଅଧିକାରୀ

    ଆଗକୁ ପଢନ୍ତୁ

    କେନ୍ଦ୍ରାପଡ଼ା: ଭିଜିଲାନ୍ସ ଜାଲରେ ଅତିରିକ୍ତ ଯୋଗାଣ ଅଧିକାରୀ । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ କେନ୍ଦ୍ରାପଡ଼ା ଅତିରିକ୍ତ ଯୋଗାଣ ଅଧିକାରୀ ପ୍ରଦୀପ ମହାପାତ୍ରଙ୍କ ଘରେ ଭିଜିଲାନ୍ସ ଚଢାଉ କରିଛି। କଟକ, ଭୁବନେଶ୍ବର ଓ କେନ୍ଦ୍ରାପଡ଼ା ସମେତ ୫ଟି ସ୍ଥାନରେ ଏକକାଳୀନ ଚଢାଉ ଜାରି ରହିଛି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    few clouds
    20.1 ° C
    20.1 °
    20.1 °
    68 %
    1.7kmh
    20 %
    Sun
    20 °
    Mon
    28 °
    Tue
    29 °
    Wed
    24 °
    Thu
    25 °

    ସମ୍ବନ୍ଧିତ