Tuesday, September 29, 2026
28.1 C
Odisha

    ଭିଜିଲାନ୍ସ ଜାଲରେ ଜିଏସଟି ଅଫିସର

    ଆଗକୁ ପଢନ୍ତୁ

    ଭିଜିଲାନ୍ସ ଜାଲରେ ପୁରୀ ଏନଫୋର୍ସମଏଣ୍ଟ ୟୁନିଟର ସିଟିଓ ଓ ଜିଏସଟି ଅଫିସର ମାନସ ରଂଜନ ବେହେରା। ୩୦ ହଜାର ଟଙ୍କାର ଲାଞ୍ଚ ନେବାବେଳେ ମାନସଙ୍କୁ କାବୁ କରିଛି ଭିଜିଲାନ୍ସ। ଜଣେ ବ୍ୟକ୍ତିଙ୍କ ଜବତ ହୋଇଥିବା ଗାଡ଼ି ଛାଡିବାକୁ ସେ ୩୦ ହଜାର ଟଙ୍କା ଲାଞ୍ଚ ମାଗିଥିଲେ। ତେବେ ଆଜି ଅଭିଯୋଗକାରୀଙ୍କ ଠାରୁ ପୁରୀ ଜିଲ୍ଲା ସ୍କୁଲ ସମ୍ମୁଖରେ ଦାବି ଟଙ୍କା ଅସୁଲ କରୁଥିବା ବେଳେ ରେଡ ହ୍ୟାଣ୍ଡେଡ ମାନସଙ୍କୁ କାବୁ କରିଥିଲା ଭିଜିଲାନ୍ସ। ଭିଜିଲାନ୍ସ ଅଧିକାରୀମାନେ ଶ୍ରୀ ବେହେରାଙ୍କ ଠାରୁ ୩୦ ହଜାର ଟଙ୍କାକୁ ଜବତ କରିବା ସହ ଶ୍ରୀ ବେହେରାଙ୍କର ତିନୋଟି ସ୍ଥାନରେ ଏକକାଳୀନ ଚଢାଉ ଜାରି ରଖିଛନ୍ତି । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ସନ୍ଦେହରେ ଏହି ଚଢ଼ାଉ କରାଯାଇଛି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    broken clouds
    28.1 ° C
    28.1 °
    28.1 °
    70 %
    1.9kmh
    54 %
    Tue
    30 °
    Wed
    30 °
    Thu
    30 °
    Fri
    30 °
    Sat
    31 °

    ସମ୍ବନ୍ଧିତ