Wednesday, April 8, 2026
25.2 C
Odisha

    ଭିଜିଲାନ୍ସ ଜାଲରେ ଟାଟା ପାୱାର ଜେଇ, ୨୦ ହଜାର ଟଙ୍କା ନେଉଥିଲେ ଲାଞ୍ଚ

    ଆଗକୁ ପଢନ୍ତୁ

    ଭୁବନେଶ୍ୱର : ଭିଜିଲାନ୍ସ ଜାଲରେ ଟାଟା ପାୱାର କନିଷ୍ଠ ଯନ୍ତ୍ରୀ । ୨୦ ହଜାର ଟଙ୍କା ଲାଞ୍ଚ ନେଇ ଭିଜିଲାନ୍ସ ଜାଲରେ ଟାଟା ପାୱାର ଜେଇ । ମାଲକାନଗିରି ଟିପିଏସଓଡିଏଲ ଜେଇ ପ୍ରଦେଶ ପ୍ରସାଦ ନାୟକ । ଜେଇଙ୍କ ସହଯୋଗୀ ଭଞ୍ଜକିଶୋର ସ୍ବାଇଁଙ୍କୁ ଅଟକ ରଖିଛି ଭିଜିଲାନ୍ସ । ଏକ ଇଟା ଫ୍ୟାକ୍ଟ୍ରିକୁ ବିଦ୍ୟୁତ ସଂଯୋଗ ଦେବା ପାଇଁ ନେଉଥିଲେ ଲାଞ୍ଚ ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    broken clouds
    25.2 ° C
    25.2 °
    25.2 °
    69 %
    1.7kmh
    84 %
    Tue
    25 °
    Wed
    38 °
    Thu
    37 °
    Fri
    39 °
    Sat
    39 °

    ସମ୍ବନ୍ଧିତ