Thursday, October 8, 2026
22.7 C
Odisha

    ଭିଜିଲାନ୍ସ ଜାଲରେ ଧରା ପଡିଲେ ଡାକ୍ତର

    ଆଗକୁ ପଢନ୍ତୁ

    ଭୁବନେଶ୍ୱର: ଭିଜିଲାନ୍ସ ଜାଲରେ ମେଡିକାଲ ଷ୍ଟାଫ। ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡିଲେ କୋରାପୁଟ ଜିଲ୍ଲା ବୋଇପାରିଗୁଡ଼ା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରର ମେଡିକାଲ ଅଧିକାରୀ ଡାକ୍ତର ବିଶ୍ୱଜିତ୍‌ ଭୂୟାଁ। ବକେୟା ଦରମା କରାଇ ଦେବାକୁ କହି ୪୦ ହଜାର ଲାଞ୍ଚ ନେଉଥିବାବେଳେ ମାଡି ବସିଲା ଭିଜିଲାନ୍ସ । ମେଡିକାଲ ଫାର୍ମାସିଷ୍ଟ ମଧ୍ୟ ଭିଜିଲାନ୍ସ ଜାଲରେ ପଡିଥିବା ସୂଚନା ମିଳିଛି । ବର୍ତ୍ତମାନ ଭିଜିଲାନ୍ସ ପକ୍ଷରୁ ଚଢାଉ ସହ ଘଟଣାର ତଦନ୍ତ ଜାରି ରହିଛି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    22.7 ° C
    22.7 °
    22.7 °
    89 %
    1.7kmh
    5 %
    Thu
    22 °
    Fri
    30 °
    Sat
    30 °
    Sun
    30 °
    Mon
    30 °

    ସମ୍ବନ୍ଧିତ