Saturday, February 21, 2026
34.5 C
Odisha

    ଭିଜିଲାନ୍ସ ଜାଲରେ ରାଇଘର ପିଇଓ

    ଆଗକୁ ପଢନ୍ତୁ

    ଉମରକୋଟ : ଭିଜିଲାନ୍ସ ଜାଲରେ ପିଇଓ । ପ୍ରାୟ କୋଟିଏ ଟଙ୍କା ଆତ୍ମସାତ ଅଭିଯୋଗରେ ରାଇଘର ପିଇଓ ସୁରେନ୍ଦ୍ର ଭତ୍ରା ଗିରଫ । ନବରଙ୍ଗପୁର ଜିଲ୍ଲା ରାଇଘର ବ୍ଲକ କାର୍ଯ୍ୟ ନିର୍ବାହୀ ଅଧିକାରୀ ସୁରେନ୍ଦ୍ର ଭତ୍ରାଙ୍କୁ ବିଳମ୍ବିତ ରାତିରେ ଗିରଫ କରିଛି ଭିଜିଲାନ୍ସ । ପୂର୍ବରୁ ଏକ କୋଟି ଟଙ୍କା ଆତ୍ମସାତ ହୋଇଥିବା ଅଭିଯୋଗରେ ୨ ପଞ୍ଚାୟତର ସରପଞ୍ଚ ଓ ରାଇଘର ବିଡିଓ କୁନ୍ଦେଇ ଥାନାରେ ଅଭିଯୋଗ କରିଥିଲେ ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    34.5 ° C
    34.5 °
    34.5 °
    15 %
    2.3kmh
    0 %
    Sat
    35 °
    Sun
    35 °
    Mon
    36 °
    Tue
    35 °
    Wed
    34 °

    ସମ୍ବନ୍ଧିତ