Wednesday, July 22, 2026
23.5 C
Odisha

    ଭିଜିଲାନ୍ସ ଜାଲରେ ସହକାରୀ ନିର୍ବାହୀ ଯନ୍ତ୍ରୀ, ଏକକାଳୀନ ୬ଟି ସ୍ଥାନରେ ଚାଲିଛି ଚଢ଼ାଉ

    ଆଗକୁ ପଢନ୍ତୁ

    କଟକ : ଭିଜିଲାନ୍ସ ଜାଲରେ ସହକାରୀ ନିର୍ବାହୀ ଯନ୍ତ୍ରୀ । ଆୟ ବର୍ହିଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ଭବାନୀପାଟଣା ଆର ଆଣ୍ଡ ବି ଡିଭିଜନ ସହକାରୀ ନିର୍ବାହୀ ଯନ୍ତ୍ରୀ ଭୁବନେଶ୍ୱର ଶବରଙ୍କ ଘରେ ଭିଜିଲାନ୍ସ ରେଡ୍ । ଏକକାଳୀନ ୬ଟି ସ୍ଥାନରେ ଚାଲିଛି ଚଢ଼ାଉ । ଭବାନୀପାଟଣା ଗୋଶାଣିମୁଣ୍ଡାରେ ଦୁଇ ମହଲା ଘର । କଳାହାଣ୍ଡି କୋକସରା ପୈତୃକ ଗାଁରେ ଦୁଇ ମହଲା ଘର । ଭବାନୀପାଟଣା କିଟପଦରରେ ଅଛି ଫାର୍ମ ହାଉସ । ଭବାନୀପାଟଣାରେ ରହିଛି ଏକ ଅର୍ଦ୍ଧନିର୍ମିତ ଘର ।

    ସରକାରୀ ଅଫିସ ଓ ସରକାରୀ କ୍ୱାଟରରେ ମଧ୍ୟ ଚଢ଼ାଉ ଚାଲିଛି । ଭିଜିଲାନ୍ସର ୬ ଡିଏସପି, ୯ ଜଣ ଇନିସ୍ପେକ୍ଟରଙ୍କ ସମେତ ଅନ୍ୟ କର୍ମଚାରୀ ଚଢ଼ାଉରେ ସାମିଲ। ବହୁ ଗୁରୁତ୍ୱପୂର୍ଣ୍ଣ କାଗଜପତ୍ର , ବ୍ୟାଙ୍କ ଆକାଉଣ୍ଟ, ଏଲାଆଇସି, ଜମି କାଗଜପତ୍ରକୁ ତଦନ୍ତ ଚଳାଇଛି ବିଭାଗ । ଭବାନୀପାଟଣା ସ୍ୱତନ୍ତ୍ର ଭିଜିଲାନ୍ସ ଜଜଙ୍କ ଅନୁମତି କ୍ରମେ ଚାଲିଛି ଚଢ଼ାଉ ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    23.5 ° C
    23.5 °
    23.5 °
    95 %
    2.8kmh
    100 %
    Wed
    25 °
    Thu
    27 °
    Fri
    29 °
    Sat
    30 °
    Sun
    30 °

    ସମ୍ବନ୍ଧିତ