Friday, January 30, 2026
29.7 C
Odisha

    ଭିଜିଲାନ୍ସ ଜାଲରେ ସହକାରୀ ଯନ୍ତ୍ରୀ

    ଆଗକୁ ପଢନ୍ତୁ

    କୋରାପୁଟ : ଭିଜିଲାନ୍ସ ଜାଲରେ ଫଶିଛନ୍ତି ସହକାରୀ ଯନ୍ତ୍ରୀ। କୋରାପୁଟ ଜିଲ୍ଲା ଲମତାପୁଟ ବ୍ଲକ ସହକାରୀ ଯନ୍ତ୍ରୀ ସୁଚିସ୍ମିତା ପରିଜା ଭିଜିଲାନ୍ସ ହାତରେ ଧରା ପଡ଼ିଛନ୍ତି। ୮ ହଜାର ଟଙ୍କା ଲାଞ୍ଚ ନେବାବେଳେ ସହକାରୀ ଯନ୍ତ୍ରୀଙ୍କୁ ଧରିଛି ଭିଜିଲାନ୍ସ। ମନରେଗା ଅର୍ଥ ରିଲିଜ୍ ପାଇଁ ସରକାରୀ କ୍ଵାର୍ଟର୍ସରେ ଲାଞ୍ଚ ନେଉଥିଲେ ସୁଚିସ୍ମିତା। ଏହି ସମୟରେ ପୂର୍ବ ଯୋଜନା ମୁତାବକ ଚଢାଉ କରି ସହକାରୀ ଯନ୍ତ୍ରୀ ସୁଚିସ୍ମିତା ପରିଜାଙ୍କୁ ଧରିବାସହ ଲାଞ୍ଚ ଟଙ୍କା ଜବତ କରିଛି ଭିଜିଲାନ୍ସ। ଏହାସହ ସହକାରୀ ଯନ୍ତ୍ରୀଙ୍କ ୩ଟି ଠିକଣାରେ ଭିିଜିଲାନ୍ସ ଟିମ୍‌ ଚଢାଉ କରିଛି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    broken clouds
    29.7 ° C
    29.7 °
    29.7 °
    30 %
    1.7kmh
    60 %
    Fri
    31 °
    Sat
    32 °
    Sun
    31 °
    Mon
    33 °
    Tue
    33 °

    ସମ୍ବନ୍ଧିତ