Friday, October 2, 2026
23.8 C
Odisha

    ଭିଜିଲାନ୍ସ ଜାଲରେ ସହକାରୀ ଯନ୍ତ୍ରୀ

    ଆଗକୁ ପଢନ୍ତୁ

    କୋରାପୁଟ : ଭିଜିଲାନ୍ସ ଜାଲରେ ଫଶିଛନ୍ତି ସହକାରୀ ଯନ୍ତ୍ରୀ। କୋରାପୁଟ ଜିଲ୍ଲା ଲମତାପୁଟ ବ୍ଲକ ସହକାରୀ ଯନ୍ତ୍ରୀ ସୁଚିସ୍ମିତା ପରିଜା ଭିଜିଲାନ୍ସ ହାତରେ ଧରା ପଡ଼ିଛନ୍ତି। ୮ ହଜାର ଟଙ୍କା ଲାଞ୍ଚ ନେବାବେଳେ ସହକାରୀ ଯନ୍ତ୍ରୀଙ୍କୁ ଧରିଛି ଭିଜିଲାନ୍ସ। ମନରେଗା ଅର୍ଥ ରିଲିଜ୍ ପାଇଁ ସରକାରୀ କ୍ଵାର୍ଟର୍ସରେ ଲାଞ୍ଚ ନେଉଥିଲେ ସୁଚିସ୍ମିତା। ଏହି ସମୟରେ ପୂର୍ବ ଯୋଜନା ମୁତାବକ ଚଢାଉ କରି ସହକାରୀ ଯନ୍ତ୍ରୀ ସୁଚିସ୍ମିତା ପରିଜାଙ୍କୁ ଧରିବାସହ ଲାଞ୍ଚ ଟଙ୍କା ଜବତ କରିଛି ଭିଜିଲାନ୍ସ। ଏହାସହ ସହକାରୀ ଯନ୍ତ୍ରୀଙ୍କ ୩ଟି ଠିକଣାରେ ଭିିଜିଲାନ୍ସ ଟିମ୍‌ ଚଢାଉ କରିଛି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    few clouds
    23.8 ° C
    23.8 °
    23.8 °
    79 %
    1.6kmh
    13 %
    Thu
    24 °
    Fri
    30 °
    Sat
    30 °
    Sun
    30 °
    Mon
    31 °

    ସମ୍ବନ୍ଧିତ