Thursday, March 26, 2026
26.8 C
Odisha

    ଭିଜିଲାନ୍ସ ଜାଲରେ ସେକ୍ସନ ଅଫିସର

    ଆଗକୁ ପଢନ୍ତୁ

    ଭିଜିଲାନ୍ସ ପଞ୍ଜାରେ ଫସିଲେ ସେକ୍ସନ ଅଫିସର। ନବରଙ୍ଗପୁର ଜିଲ୍ଲା ପାପଡାହାଣ୍ଡି ବ୍ଲକ ଶିକ୍ଷା ବିଭାଗ କାର୍ଯ୍ୟାଳୟର ସେକ୍ସନ ଅଫିସର ରଂଜିତ ଷଡ଼ଙ୍ଗୀଙ୍କୁ ଭିଜିଲାନ୍ସ ଟିମ୍‌ ଗିରଫ କରିଛି। ପାପଡାହାଣ୍ଡି ବ୍ଲକ ଶିକ୍ଷା ବିଭାଗ କାର୍ଯ୍ୟାଳୟର ସେକ୍ସନ ଅଫିସର ରଂଜିତ ଷଡ଼ଙ୍ଗୀ ଜଣେ ଅବସରପ୍ରାସ୍ତ କର୍ମଚାରୀଙ୍କର ପେନ୍‌ସନ କରେଇଦେବାକୁ ୧୦ ହଜାର ଟଙ୍କା ଲାଞ୍ଚ ମାଗିିଥିଲେ। ଏହାପରେ ଉକ୍ତ ବ୍ୟକ୍ତି ଏନେଇ ଭିଜିଲାନ୍ସ ଟିମ୍‌ର ଦ୍ବାରସ୍ତ ହୋଇଥିଲେ। ଆଜି ସେକ୍ସନ ଅଫିସର ରଂଜିତ ଷଡ଼ଙ୍ଗୀଙ୍କୁ ଉକ୍ତ ବ୍ୟକ୍ତି ଲାଞ୍ଚ ଦେବା ସମୟରେ ପୂର୍ବ ଯୋଜନା ମୁତାବକ ଭିଜିଲାନ୍ସ ଟିମ୍‌ ରେଡ୍‌ କରିଥିଲା।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    26.8 ° C
    26.8 °
    26.8 °
    35 %
    2.2kmh
    0 %
    Thu
    27 °
    Fri
    39 °
    Sat
    39 °
    Sun
    41 °
    Mon
    41 °

    ସମ୍ବନ୍ଧିତ