Sunday, October 4, 2026
28.6 C
Odisha

    ଭିଜିଲାନ୍ସ ଜାଲରେ ସ୍ୱାସ୍ଥ୍ୟକର୍ମୀ,ଲାଞ୍ଚ ନେଇ ଧରାପଡ଼ିଲେ ମୁନିଗୁଡା କୁଞ୍ଜବିହାରୀ ରାଉତ

    ଆଗକୁ ପଢନ୍ତୁ

    ରାୟଗଡ଼ା : ଲାଞ୍ଚ ନେଇ ଭିଜିଲାନ୍ସ ଜାଲରେ ସ୍ୱାସ୍ଥ୍ୟକର୍ମୀ । ରାୟଗଡ଼ା ମୁନିଗୁଡା ସିଏଚସି ସ୍ୱାସ୍ଥ୍ୟକର୍ମୀ କୁଞ୍ଜବିହାରୀ ରାଉତଙ୍କୁ ଧରିଛି ଭିଜିଲାନ୍ସ। ଜନ୍ମ ପ୍ରମାଣପତ୍ର ଦେବାକୁ ଜଣେ ଗରିବ ଚାଷୀଙ୍କ ଠାରୁ ୩ ହଜାର ଟଙ୍କା ଲାଞ୍ଚ ନେବା ବେଳେ ଗିରଫ ହୋଇଛନ୍ତି କୁଞ୍ଜବିହାରୀ ।

    ପାର୍ଟିଫିକେଟ ଦେବା ପାଇଁ ସେ ୬ ହଜାର ଟଙ୍କା ମାଗିଥିଲେ । ପୂର୍ବରୁ ୩ ହଜାର ଟଙ୍କା ନେଇଥିଲେ। ଆଜି ଆଉ ୩ ହଜାର ଟଙ୍କା ନେବାବେଳେ ମାଡ଼ି ବସିଥିଲା ଭିଜିଲାନ୍ସ । ପୂର୍ବରୁ ଏ ନେଇ ଚାଷୀ ଜଣଙ୍କ ଭିଜିଲାନ୍ସକୁ ସୂଚନା ଦେଇଥିଲେ। ଜିଲାନ୍ସ ହାତରେ ଧରାପଡ଼ିବା ପରେ ଆୟ ବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ କୁଞ୍ଜ ବିହାରୀଙ୍କ ଲିଙ୍କରେ ଦୁଇଟି ସ୍ଥାନରେ ଏକାକାଳୀନ ଚଢ଼ଉ କରୁଛି ଭିଜିଲାନ୍ସ ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    28.6 ° C
    28.6 °
    28.6 °
    69 %
    1.5kmh
    4 %
    Sun
    26 °
    Mon
    31 °
    Tue
    31 °
    Wed
    31 °
    Thu
    30 °

    ସମ୍ବନ୍ଧିତ