Sunday, October 4, 2026
28.6 C
Odisha

    ଭିଜିଲାନ୍ସ ଜାଲରେ TPCODL ଯନ୍ତ୍ରୀ, ୨୦ ହଜାର ଟଙ୍କା ଲାଞ୍ଚ ନେବାବେଳେ ଧରାପଡିଲେ

    ଆଗକୁ ପଢନ୍ତୁ

    ଭୁବନେଶ୍ୱର : ଭିଜିଲାନ୍ସ ଜାଲରେ ନିର୍ବାହୀ ଯନ୍ତ୍ରୀ । ୨୦ ହଜାର ଟଙ୍କା ଲାଞ୍ଚ ନେବାବେଳେ ଧରାପଡିଲେ TPCODL ବିଭାଗର କାର୍ଯ୍ୟନିର୍ବାହୀ ଯନ୍ତ୍ରୀ ତୁଷାରକାନ୍ତ ରାୟ । ଆପାର୍ଟମେଣ୍ଟରେ ବିଦ୍ୟୁତ ସଂଯୋଗ କରାଇଦେବା ପାଇଁ ନେଉଥିଲେ ଲାଞ୍ଚ । ଯନ୍ତ୍ରୀଙ୍କ ଘରୁ ନଗଦ ୯ ଲକ୍ଷ ୫୩ ହଜାର ଟଙ୍କା ଜବତ କରାଯାଇଛି । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ନେଇ ଯାଞ୍ଚ କରୁଛି ଭିଜିଲାନ୍ସ। ଏକାକାଳୀନ ୩ଟି ସ୍ଥାନରେ ଚାଲିଛି ରେଡ୍ ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    28.6 ° C
    28.6 °
    28.6 °
    69 %
    1.5kmh
    4 %
    Sun
    26 °
    Mon
    31 °
    Tue
    31 °
    Wed
    31 °
    Thu
    30 °

    ସମ୍ବନ୍ଧିତ