Monday, October 19, 2026
23.2 C
Odisha

    ଭିଭିଆଇପିଙ୍କ ଗସ୍ତ ସୂଚନା ଲିକ୍ ହେଲେ ନିଆଯିବ ଦୃଢ କାର୍ଯ୍ୟାନୁଷ୍ଠାନ

    ଆଗକୁ ପଢନ୍ତୁ

    ଭୁବନେଶ୍ୱର : ଭିଭିଆଇପିଙ୍କ ଗସ୍ତ ସୂଚନା ଲିକ୍ ନେଇ କଡା ସତର୍କତା ଜାରି କରିଛନ୍ତି ସରକାର। ଭିଭିଆଇପିଙ୍କ ଗସ୍ତ ନେଇ ସୋସିଆଲ ମିଡିଆରେ ସୁରକ୍ଷା ସେୟାର କଲେ ନିଆଯିବ କାର୍ଯ୍ୟାନୁଷ୍ଠାନ। ଘଟଣାକୁ ଗୁରୁତ୍ୱର ସହ ନେଇ ଓଡିଶା ସରକାରଙ୍କ କଡା ସତର୍କତା ଗ୍ରହଣ କରାଯାଇଛି। ଏନେଇ ଗୃହ ବିଭାଗ ପକ୍ଷରୁ ଆଜି ଡିଜିପି ଓ ଆଇଜି, ଗୁପ୍ତଚର ବିଭାଗକୁ ମଧ୍ୟ ନିର୍ଦ୍ଦେଶ ଜାରି ହୋଇଛି। ସମସ୍ତ ଜିଲ୍ଲାପାଳ ଓ ଏସପିଙ୍କ ପାଇଁ ଏନେଇ ସତର୍କ ସୂଚନା ଜାରି ହୋଇଛି। ଭିଭିଆଇପିଙ୍କ ଗସ୍ତ ସମ୍ବନ୍ଧୀୟ ସୂଚନା ସୋସିଆଲ ମିଡିଆରୁ ଲିକ୍ ହେଉଥିବାରୁ ଏହି ପଦକ୍ଷେପ ଗ୍ରହଣ କରାଯାଇଛି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    23.2 ° C
    23.2 °
    23.2 °
    82 %
    1.2kmh
    100 %
    Sun
    23 °
    Mon
    31 °
    Tue
    30 °
    Wed
    30 °
    Thu
    29 °

    ସମ୍ବନ୍ଧିତ