Saturday, March 14, 2026
23.2 C
Odisha

    ଭିସୁଟ୍‌ରେ ୨୦୨୫-୨୦୨୬ ପ୍ରଥମ ବର୍ଷର ଛାତ୍ରୀଙ୍କୁ ଓଢଣୀ ମନା

    ଆଗକୁ ପଢନ୍ତୁ

    ସମ୍ବଲପୁର : ବୀର ସୁରେନ୍ଦ୍ର ସାଏ ୟୁନିଭର୍ସିଟି ଅଫ ଟେକନଲୋଜି ଅର୍ଥାତ ଭିସୁଟରେ ପ୍ରଥମଥର ପାଇଁ ଛାତ୍ରଛାତ୍ରୀଙ୍କ ପାଇଁ ଜାରି ହେଲା ନୂଆ ଡ୍ରେସ୍ କୋଡ୍‌ ବା ୟୁନିଫର୍ମ । ୨୦୨୫-୨୦୨୬ ବର୍ଷ ପାଇଁ ଆଡମିଶନ ନେଇଥିବା ସମସ୍ତ ପ୍ରଥମ ବର୍ଷର ଛାତ୍ରଛାତ୍ରୀଙ୍କ ପାଇଁ ଏହା ଲାଗୁ ହେବ । ପୁଅଙ୍କ ପାଇଁ ଫର୍ମାଲ ପ୍ୟାଣ୍ଟ ଓ ସାର୍ଟ ରହିଥିବାବେଳେ ଝିଅଙ୍କ ପାଇଁ ସାଲଓ୍ବାର କମିଜ୍ ସହ ଓ୍ବେଷ୍ଟକୋଟ୍ ବାଧ୍ୟତାମୂଳକ ରହିଛି। ସୁରକ୍ଷା ଦୃଷ୍ଟିରୁ ଝିଅଙ୍କ ପାଇଁ ଦୁପଟ୍ଟା ବା ଓଢଣୀ ବାରଣ ରହିଛି । ପ୍ୟାଣ୍ଟ , ସାଲଓ୍ବାର ଓ ଓ୍ବେଷ୍ଟକୋଟର ରଙ୍ଗ ନେଭି ବ୍ଲୁ ଓ ସାର୍ଟର ରଙ୍ଗ ବ୍ଲୁ ରହିବ । ପିଜି ଓ ପିଏଚଡି ଛାତ୍ରଛାତ୍ରୀଙ୍କୁ ବାଦ୍ ଦିଆଯାଇଛି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    23.2 ° C
    23.2 °
    23.2 °
    50 %
    2.3kmh
    0 %
    Fri
    23 °
    Sat
    38 °
    Sun
    38 °
    Mon
    39 °
    Tue
    38 °

    ସମ୍ବନ୍ଧିତ