Monday, July 20, 2026
29.9 C
Odisha

    ଭୁବନେଶ୍ବରରେ ପ୍ରବଳ ବର୍ଷା ସହ କୁଆପଥର ମାଡ଼, ଅସହ୍ୟ ଗରମରୁ ମିଳିଲା ସାମାନ୍ୟ ଆଶ୍ବସ୍ତି

    ଆଗକୁ ପଢନ୍ତୁ

    ଭୁବନେଶ୍ୱର : ଅସହ୍ୟ ଗରମରୁ ମିଳିଲା ସାମାନ୍ୟ ଆଶ୍ବସ୍ତି । ଭୁବନେଶ୍ବରରେ ପ୍ରବଳ ବର୍ଷା ସହ କୁଆପଥର ମାଡ଼ । କୁଆପଥର ବର୍ଷା ଯୋଗୁ ଗରମରୁ ମିଳିଲା ସାମାନ୍ୟ ଆଶ୍ବସ୍ତି। ୪୦ରୁ ୫୦ କିଲୋମିଟର ବେଗରେ ପବନ ସହ ବିଜୁଳି ଘଡ଼ଘଡ଼ି । ପ୍ରବଳ ବର୍ଷା ଯୋଗୁଁ ଉପୁଜିଲା ଟ୍ରାଫିସ ସମସ୍ୟା, ଗମନାଗମନ ବ୍ୟାହତ । ଜୟଦେବ ବିହାରରେ ଗଛ ପଡି 4 ରୁ ଅଧିକ ଗାଡି କ୍ଷତିଗ୍ରସ୍ତ ହୋଇଛି । ଭୁବନେଶ୍ୱର ବ୍ୟତୀତ ଜିଲ୍ଲାର ଅଧିକାଂଶ ସ୍ଥାନରେ କୁଆପଥର ବର୍ଷା ହୋଇଥିବା ଜଣାଯାଇଛି । ଏବେ ବି ଆକାଶରେ କଳାବାଦଲ ଛାଇ ହୋଇ ରହିଥିବାରୁ ପୁଣି ବର୍ଷା ଆଶଙ୍କା ରହିଛି । ଆଜି ରାଜଧାନୀ ଭୁବନେଶ୍ବରରେ ଅସହ୍ୟ ଗରମ ଓ ଗୁଳୁଗୁଳି ଅନୁଭୂତ ହୋଇଥିଲା । ସାଢ଼େ ୮ଟା ସୁଦ୍ଧା ୩୩ ଡିଗ୍ରୀ ତାପମାତ୍ରା ହୋଇଥିବାବେଳେ ଆଦ୍ରତା ରହିଛି ୭୭% । ୪୭ ଡିଗ୍ରୀ ପରି ଅନୁଭୂତ ହେଉଥିଲା ଭୁବନେଶ୍ବର ଗରମ । ଆଜିର ବର୍ଷା ଟିକେ ଆଶ୍ବସ୍ତି ଆଣିଛି । ତା ସହ ୧୧ଜିଲ୍ଲାକୁ କାଳବୈଶାଖୀ ନେଇ ଆଲର୍ଟ ଜାରି କରାଯାଇଛି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    29.9 ° C
    29.9 °
    29.9 °
    71 %
    2.5kmh
    100 %
    Mon
    30 °
    Tue
    28 °
    Wed
    25 °
    Thu
    27 °
    Fri
    28 °

    ସମ୍ବନ୍ଧିତ