Wednesday, April 8, 2026
34.5 C
Odisha

    ଭୁବନେଶ୍ବର ଡିସିପି ଅଫିସ ସମ୍ମୁଖରେ ହତ୍ୟା ମାମଲାରେ ଦଣ୍ଡାଦେଶ, ୨ ଦୋଷୀଙ୍କୁ ଆଜୀବନ ସଜା

    ଆଗକୁ ପଢନ୍ତୁ

    ଭୁବନେଶ୍ୱର : ରାଜଧାନୀରେ ଡିସିପି ଅଫିସ ଆଗରେ ଜଣେ ଦୋକାନୀଙ୍କୁ ନିର୍ମମ ହତ୍ୟା ଘଟଣା ଚାଞ୍ଚଲ୍ୟ ଖେଳାଇଦେଇଥିଲା। ଏହି ମାମଲାରେ ୨ଜଣ ମନୋଜ ଦାସ ଓ ଅଶୋକ ଦାସଙ୍କୁ ଥାନାରେ ଅଟକ ରଖାଯାଇଥିଲା।

    ସୂଚନା ଅନୁଯାୟୀ, ସୌମ୍ୟ କୁଣ୍ଡୁ ନାମକ ଜଣେ ଅଟୋ ଚାଳକଙ୍କୁ ୬/୭ ଜଣ ଯୁବକ ସଂଘବଦ୍ଧ ଭାବେ ଆକ୍ରମଣ କରିଥିଲେ। ଏଥିରେ ଘଟଣାସ୍ଥଳରେ ହିଁ ସୌମ୍ୟ କୁଣ୍ଡୁଙ୍କର ମୃତ୍ୟୁ ଘଟିଥିଲା।ସମସ୍ତ ଅଭିଯୁକ୍ତ ପଥରବନ୍ଧ ଅଞ୍ଚଳର ବୋଲି ଜଣା ପଡ଼ିବା ପରେ। ଏହି ମାମଲାର ଦୁଇ ଅଭିଯୁକ୍ତଙ୍କୁ ଥାନାରେ ଅଟକ ରଖି ପଚରାଉଚରା କରିଥିଲା ଜଣାଯାଇଛି।
    ପୂର୍ବ ଶତ୍ରୁତା ଓ ବ୍ୟାବସାୟିକ ବିବାଦରୁ ଏହି ହତ୍ୟାକାଣ୍ଡ ଘଟିଥିବା ପ୍ରାରମ୍ଭିକ ତଦନ୍ତରୁ ଜଣାପଡ଼ିଥିଲା। ଆଜି ଏହି ମାମଲାର ଆଜି ଶୁଣାଣି ହୋଇଛି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    34.5 ° C
    34.5 °
    34.5 °
    23 %
    0.5kmh
    0 %
    Wed
    39 °
    Thu
    37 °
    Fri
    39 °
    Sat
    39 °
    Sun
    42 °

    ସମ୍ବନ୍ଧିତ