Saturday, April 4, 2026
29 C
Odisha

    ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଲେ କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରୀ ଜେ.ପି ନଡ୍ଡା

    ଆଗକୁ ପଢନ୍ତୁ

    ଭୁବନେଶ୍ବର : ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଲେ କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରୀ ଜେ.ପି ନଡ୍ଡା । ୨ ଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି କେନ୍ଦ୍ର ମନ୍ତ୍ରୀ ଜେ.ପି ନଡ୍ଡା । ଆସନ୍ତାକାଲି ପୁରୀରେ ଜାତୀୟ ସ୍ବାସ୍ଥ୍ୟ ମିଶନ କାର୍ଯ୍ୟକ୍ରମରେ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି । ସିଧାସଳଖ ବିମାନ ବନ୍ଦରରୁ ପୁରୀ ଯାଇ ସେଠାରେ ରାତ୍ରିଯାପନ କରିବେ। ୨୮ ତାରିଖ ପୂର୍ବାହ୍ନ ୧୦ଟା ପୁରୀରେ ହେବାକୁ ଥିବା ଜାତୀୟ ସ୍ଵାସ୍ଥ୍ୟ ମିଶନରେ ମୁଖ୍ୟ ଅତିଥି ଭାବେ ଯୋଗଦେବେ। ଓଡ଼ିଶା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏବଂ ସ୍ୱାସ୍ଥ୍ୟ ଏବଂ ପରିବାର କଲ୍ୟାଣ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ କାର୍ଯ୍ୟକ୍ରମରେ ଯୋଗଦେବେ ବୋଲି ଜଣାପଡିଛି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    broken clouds
    29 ° C
    29 °
    29 °
    35 %
    0.8kmh
    84 %
    Sat
    38 °
    Sun
    36 °
    Mon
    38 °
    Tue
    38 °
    Wed
    38 °

    ସମ୍ବନ୍ଧିତ