Friday, April 3, 2026
33.6 C
Odisha

    ଭୁବନେଶ୍ବର ୟୁନିଟ୍-୧ ପରିବା ମାର୍କେଟରେ ଅଗ୍ନିକାଣ୍ଡ, ନିଆଁ ଆୟତ୍ତ କରୁଛି ଅଗ୍ନିଶମ ଟିମ୍

    ଆଗକୁ ପଢନ୍ତୁ

    ଭୁବନେଶ୍ବର: ଭୁବନେଶ୍ବର ଏକ ନମ୍ବର ହାଟରେ ବଡ଼ଧରଣର ଅଗ୍ନିକାଣ୍ଡ । ହାଟରେ ଥିବା ଅନେକ ଦୋକାନ, ପରିବା ଗୋଦାମରେ ଲାଗିଛି ନିଆଁ । ପାଲ, ତମ୍ବୁ ଯୋଗୁଁ ଭୟଙ୍କର ଭାବେ ବ୍ୟାପୁଛି ନିଆଁ । ୪୦ ରୁ ୫୦ ଟି ଦୋକାନରେ ନିଆଁ ଲାଗିଥିବା ସୂଚନା । ଏଥିସହ ନିଆଁକୁ ଆୟତ୍ତ ପାଇଁ ଅଗ୍ନିଶମ ବାହିନୀର ଉଦ୍ୟମ ଜାରି ରହିଛି । ଘଟଣାସ୍ଥଳରେ ୮ଟି ଅଗ୍ନିଶମ ଗାଡ଼ି ନିୟୋଜିତ ଅଛି । ସୂଚନା ଦେଇଛନ୍ତି ଆସିଷ୍ଟାଣ୍ଡ ଫାୟାର ଅଫିସର ମନୋରଞ୍ଜନ ରାଉତ୍ ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    33.6 ° C
    33.6 °
    33.6 °
    23 %
    0.6kmh
    100 %
    Fri
    34 °
    Sat
    39 °
    Sun
    36 °
    Mon
    38 °
    Tue
    37 °

    ସମ୍ବନ୍ଧିତ