Tuesday, September 22, 2026
24 C
Odisha

    ଭୁବନେଶ୍ବର AIIMS କର୍ମଚାରୀଙ୍କୁ ଗୁଳିମାଡ଼, ଚିକିତ୍ସାଧୀନ ଅବସ୍ଥାରେ ହେଲା ମୃତ୍ୟୁ

    ଆଗକୁ ପଢନ୍ତୁ

    ଭୁବନେଶ୍ବର : ଭୁବନେଶ୍ବର AIIMSର ଜଣେ ଆଉଟ ସୋର୍ସିଂ କର୍ମଚାରୀଙ୍କୁ ହତ୍ୟା । ଡିଉଟିକୁ ଆସିବା ବେଳେ ଗୋଡ଼ାଇ ଗୋଡ଼ାଇ ଗୁଳି କଲେ ଦୁର୍ବୃତ୍ତ। ତିନି ରାଉଣ୍ଡ ଗୁଳି କରି ଫେରାର ହୋଇ ଯାଇଥିଲେ । ଗୁରୁତର ଅବସ୍ଥାରେ ତାଙ୍କୁ AIIMS ରେ ଭର୍ତ୍ତି କରାଯାଇଥିଲା । ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଛି ।

    ମୃତକ AIIMSର ଜଣେ ଆଉଟ ସୋର୍ସିଂ କର୍ମଚାରୀ। ସେ ଲ୍ୟାବ ଆସିଷ୍ଟାଣ୍ଟ ଭାବେ କାମ କରୁଥିଲେ । ମୃତକ ଖଣ୍ଡଗିରି ଥାନା ସରକନ୍ତରା ଗାଁର ସୁଧାଂଶୁ ଖୁଣ୍ଟିଆ। ଜାଗା ବାଡ଼ି ବିବାଦ ପାଇଁ ସୁଧାଂଶୁଙ୍କୁ ହତ୍ୟା କରାଯାଇଥିବା ଅଭିଯାଗ ହୋଇଛି। ସୁଧାଂଶୁଙ୍କ ଦାଦା ପୁଅ ହିଁ ତାଙ୍କୁ ହତ୍ୟା କରିଥିବା ଅଭିଯୋଗ ଆଣିଛନ୍ତି ସମ୍ପର୍କୀୟ। ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ କରୁଛି ପୋଲିସ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    light rain
    24 ° C
    24 °
    24 °
    98 %
    1.7kmh
    100 %
    Tue
    24 °
    Wed
    26 °
    Thu
    28 °
    Fri
    29 °
    Sat
    28 °

    ସମ୍ବନ୍ଧିତ