Tuesday, September 22, 2026
23.6 C
Odisha

    ଭୁବନେଶ୍ୱରରେ ପହଞ୍ଚିଲେ ପ୍ରଧାନମନ୍ତ୍ରୀ

    ଆଗକୁ ପଢନ୍ତୁ

    ନିର୍ବାଚନ ପ୍ରଚାର ପାଇଁ ଓଡ଼ିଶାରେ ପହଞ୍ଚିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ସ୍ୱତନ୍ତ୍ର ବିମାନ ଯୋଗେ ଆସି ଭୁବନେଶ୍ୱରର ବିମାନବନ୍ଦରରେ ପହଞ୍ଚିଛନ୍ତି ପ୍ରଧାନମନ୍ତ୍ରୀ । ଆଜି ରାଜଭବନରେ ରାତ୍ରୀ ଯାପନ କରିବା ପରେ ଆସନ୍ତାକାଲି ମୋଦୀ ବ୍ରହ୍ମପୁର ଏବଂ ନବରଙ୍ଗପୁର ଗସ୍ତ କରିବେ । ଆସନ୍ତାକାଲି ବ୍ରହ୍ମପୁର ଏବଂ ନବରଙ୍ଗପୁରରେ ନିର୍ବାଚନୀ ସଭାରେ ସାମିଲ ହେବେ ପ୍ରଧାନମନ୍ତ୍ରୀ ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    moderate rain
    23.6 ° C
    23.6 °
    23.6 °
    96 %
    1.5kmh
    100 %
    Tue
    26 °
    Wed
    26 °
    Thu
    25 °
    Fri
    28 °
    Sat
    26 °

    ସମ୍ବନ୍ଧିତ