Thursday, October 15, 2026
21.4 C
Odisha

    ଭୁବନେଶ୍ୱରରେ ବଢ଼ିଲା ପେଟ୍ରୋଲ ଦର, ଜାଣନ୍ତୁ କେଉଁ ସହରରେ କେତେ ଦାମ୍

    ଆଗକୁ ପଢନ୍ତୁ

    ସେହିପରି ଦିଲ୍ଲୀରେ ପେଟ୍ରୋଲ ଲିଟର ପିଛା ୯୪ ଟଙ୍କା ୭୭ ପଇସା ଓ ଡିଜେଲ ଦର ୮୭ ଟଙ୍କା ୬୭ ପଇସା ହୋଇଛି । ମୁମ୍ବାଇରେ ପେଟ୍ରୋଲ ଲିଟର ପିଛା ୧୦୩ ଟଙ୍କା ୫୦ ପଇସା ହୋଇଥିବା ବେଳେ ଡିଜେଲ ଲିଟର ପିଛା ୯୦.୦୩ ଟଙ୍କା ରହିଛି । ସେହିପରି କୋଲକାତାରେ ପେଟ୍ରୋଲ ଦର ୧୦୫.୪୧ ଟଙ୍କା ଥିବାବେଳେ ଡିଜେଲ ଦର ୯୨ ଟଙ୍କା ୦୨ ପଇସା ରହିଛି । ଚେନ୍ନାଇରେ ପେଟ୍ରୋଲ ଦର ୧୦୦ ଟଙ୍କା ୯୦ ପଇସା ଥିବା ବେଳେ ଡିଜେଲ ଦାମ ୯୨ ଟଙ୍କା  ୪୮ ପଇସା ରହିଛି ।ପ୍ରତ୍ୟେକ ଦିନ ସକାଳ ୬ଟାରେ ପେଟ୍ରୋଲ ଏବଂ ଡିଜେଲ୍ ଦାମରେ ପରିବର୍ତ୍ତନ ହୋଇଥାଏ । ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟରେ ଏକ୍ସାଇଜ୍ ଡ୍ୟୁଟି, ଡିଲର କମିଶନ ଏବଂ ଅନ୍ୟାନ୍ୟ ଜିନିଷ ଯୋଡିବା ପରେ ଏହାର ମୂଲ୍ୟ ପ୍ରାୟ ଦ୍ୱିଗୁଣିତ ହୁଏ । ବୈଦେଶିକ ମୂଲ୍ୟ ସହିତ ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ମୂଲ୍ୟ ଉପରେ ନିର୍ଭର କରି ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟ ପ୍ରତିଦିନ ବଦଳିଥାଏ ।

     

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    scattered clouds
    21.4 ° C
    21.4 °
    21.4 °
    96 %
    1kmh
    49 %
    Thu
    29 °
    Fri
    29 °
    Sat
    30 °
    Sun
    31 °
    Mon
    29 °

    ସମ୍ବନ୍ଧିତ