Friday, February 20, 2026
25 C
Odisha

    ଭୁବନେଶ୍ୱର ଏମ୍ସ ସ୍ଥାନାନ୍ତର ହେଲେ ଅଭିଜିତ୍ ମଜୁମଦାର

    ଆଗକୁ ପଢନ୍ତୁ

    ଭୁବନେଶ୍ୱର    :   ଭୁବନେଶ୍ୱର ଏମ୍ସ ସ୍ଥାନାନ୍ତର ହେଲେ ଓଲିଉଡ୍ ସିଙ୍ଗର ଅଭିଜିତ୍ ମଜୁମଦାର । ଅଭିଜିତଙ୍କ ସ୍ୱାସ୍ତ୍ୟାବସ୍ଥା ଗୁରୁତର ହେବାରୁ ତାଙ୍କୁ ଏମ୍ସ  ସ୍ଥାନାନ୍ତର କରାଯାଇଛି ।  କଟକର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସିତ ହେଉଥିଲେ ଅଭିଜିତ୍ । ଓଡ଼ିଶାର ଏହି ଲୋକପ୍ରିୟ ଗାୟକ ତଥା ସଙ୍ଗୀତ ନିର୍ଦ୍ଦେଶକ ଓ ପ୍ରଯୋଜକ ଲିଭର ଜନିତ ରୋଗରେ ଆକ୍ରାନ୍ତ ହୋଇଥିବା ଜଣାପଡ଼ିଛି ।

    ହଠାତ୍ ତାଙ୍କ ସ୍ୱାସ୍ଥ୍ୟାବସ୍ଥା ବିଗିଡ଼ିଯିବାରୁ କଟକର ଏକ ପ୍ରାଇଭେଟ ହସ୍ପିଟାଲରେ ଅଭିଜିତଙ୍କୁ ନିଆଯାଇଥିଲା । ସେଠାରେ କିଛିଦିନ ଚିକିତ୍ସା ପରେ ସ୍ୱାସ୍ତ୍ୟାବସ୍ଥାରେ ସୁଧାର ଆସି ନ ଥିଲା । ଯେଉଁ କାରଣରୁ ବର୍ତ୍ତମାନ ଅଭିଜିତଙ୍କୁ  ଏମ୍ସ ସ୍ଥାନାନ୍ତର କରିଦିଆଯାଇଛି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    25 ° C
    25 °
    25 °
    24 %
    0.8kmh
    5 %
    Fri
    27 °
    Sat
    35 °
    Sun
    35 °
    Mon
    35 °
    Tue
    35 °

    ସମ୍ବନ୍ଧିତ