Sunday, March 8, 2026
31.2 C
Odisha

    ଭୁବନେଶ୍ୱର ଏୟାରପୋର୍ଟରେ ବୁଲୁଛି ବାଘ

    ଆଗକୁ ପଢନ୍ତୁ

    ଭୁବନେଶ୍ୱର:ରାଜଧାନୀରେ ବାଘ ଆତଙ୍କ। ମଝି ରାସ୍ତାରେ ରାଜଧାନୀ ଛାତି ଉପରେ ବାଘକୁ ଦେଖି ଲୋକେ ଛାନିଆ। ଭୁବନେଶ୍ୱର ବିମାନବନ୍ଦରରେ ବୁଲୁଛି ବାଘ। ଏୟାରପୋର୍ଟ ନିକଟ ଡମ୍ପିଂ ୟାର୍ଡରେ ବାଘ ଦେଖାଯିବା ନେଇ ସୂଚନା ମିଳିଛି। ବାଘକୁ ବିମାନବନ୍ଦରରେ ଦେଖି ସାଧାରଣ ଲୋକ ଛାନିଆ ହୋଇଯାଇଛନ୍ତି। ତେବେ ବାଘକୁ ଠାବ କରିବା ପାଇଁ ବନ ବିଭାଗର ନଜର ରଖିଛି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    31.2 ° C
    31.2 °
    31.2 °
    42 %
    1.2kmh
    0 %
    Sun
    36 °
    Mon
    37 °
    Tue
    38 °
    Wed
    39 °
    Thu
    40 °

    ସମ୍ବନ୍ଧିତ