Friday, October 2, 2026
25.2 C
Odisha

    ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟର ଗ୍ରାମାଞ୍ଚଳରେ କାର୍ଯ୍ୟରତ ଗ୍ରାମରକ୍ଷୀମାନଙ୍କ ପାଇଁ ପୂର୍ବରୁ ପ୍ରଚଳିତ ଥିବା ମାସିକ ଭତ୍ତାକୁ ବୃଦ୍ଧି କରିଛନ୍ତି । ଏଣିକି ଗ୍ରାମରକ୍ଷୀମାନେ ୧୮୦୦ ଟଙ୍କା ବଦଳରେ ୨୫୦୦ ଟଙ୍କା ମାସିକ ଭତ୍ତା ପାଇବେ । ଏଥିସହିତ ସପ୍ତାହକୁ ଥରେ ସେମାନେ ଯେଉଁ ଥାନା ଅଧୀନରେ କାମ କରୁଥିବେ, ସେଠାକୁ ଯାଇ ସେମାନଙ୍କ ଉପସ୍ଥାନ ଦେବାର ବ୍ୟବସ୍ଥା କରାଯାଇଛି । ସୂଚନାଯୋଗ୍ୟ ଯେ, ଗ୍ରାମାଞ୍ଚଳରେ ଶାନ୍ତି ଶୃଙ୍ଖଳା ରକ୍ଷା ଏବଂ ଅପରାଧୀ ଚିହ୍ନଟ ପ୍ରକ୍ରିୟାରେ ଗ୍ରାମରକ୍ଷୀମାନଙ୍କର ଗୁରୁତ୍ବପୂର୍ଣ୍ଣ ଭୂମିକା ରହିଥାଏ ।

    ଆଗକୁ ପଢନ୍ତୁ

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    scattered clouds
    25.2 ° C
    25.2 °
    25.2 °
    76 %
    0.6kmh
    49 %
    Fri
    30 °
    Sat
    30 °
    Sun
    30 °
    Mon
    30 °
    Tue
    31 °

    ସମ୍ବନ୍ଧିତ