Sunday, January 4, 2026
14.6 C
Odisha

    ଭୁବନେଶ୍ୱର ରେ ପୁଣି ଜୀବନ ନେଲା ମୋ ବସ୍

    ଆଗକୁ ପଢନ୍ତୁ

    ଭୁବନେଶ୍ୱର: ଜୀବନ ନେଇଗଲା ‘ମୋ ବସ’। ମୋ ବସ୍ ଧକ୍କାରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି। ଭୁବନେଶ୍ଵରର ରଘୁନାଥପୁର ଅଞ୍ଚଳରେ ଏହି ଦୁର୍ଘଟଣା ଘଟିଛି। ମୃତକ ଜଣକ ପାରିକୁଦ ଅଞ୍ଚଳର ହୋଇଥିବାବେଳେ ମୃତକଙ୍କ ନାଁ କ୍ଷୀରୋଦ ପାଢ଼ୀ ବୋଲି ଜଣାପଡ଼ିଛି। ଦୁର୍ଘଟଣା ପରେ ସ୍ଥାନୀୟ ଅଞ୍ଚଳରେ ଉତ୍ତେଜନା ପ୍ରକାଶ ପାଇଥିଲା। ଖବର ପାଇ ପୁଲିସ ଘଟଣା ସ୍ଥଳରେ ପହଞ୍ଚି ମୃତଦେହ ଜବତ କରିବା ସହିତ ଘଟଣାର ତଦନ୍ତ ଆରମ୍ଭ କରିଛି। ସ୍ଥାନୀୟଲୋକେ ଉକ୍ତ ବସକୁ ଅଟକ ରଖିଥିବା ସୂଚନା ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    14.6 ° C
    14.6 °
    14.6 °
    70 %
    1.4kmh
    0 %
    Sun
    28 °
    Mon
    28 °
    Tue
    27 °
    Wed
    28 °
    Thu
    26 °

    ସମ୍ବନ୍ଧିତ