Sunday, October 4, 2026
28.6 C
Odisha

    ଭୁବନେଶ୍ୱର ରେ ପୁଣି ଜୀବନ ନେଲା ମୋ ବସ୍

    ଆଗକୁ ପଢନ୍ତୁ

    ଭୁବନେଶ୍ୱର: ଜୀବନ ନେଇଗଲା ‘ମୋ ବସ’। ମୋ ବସ୍ ଧକ୍କାରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି। ଭୁବନେଶ୍ଵରର ରଘୁନାଥପୁର ଅଞ୍ଚଳରେ ଏହି ଦୁର୍ଘଟଣା ଘଟିଛି। ମୃତକ ଜଣକ ପାରିକୁଦ ଅଞ୍ଚଳର ହୋଇଥିବାବେଳେ ମୃତକଙ୍କ ନାଁ କ୍ଷୀରୋଦ ପାଢ଼ୀ ବୋଲି ଜଣାପଡ଼ିଛି। ଦୁର୍ଘଟଣା ପରେ ସ୍ଥାନୀୟ ଅଞ୍ଚଳରେ ଉତ୍ତେଜନା ପ୍ରକାଶ ପାଇଥିଲା। ଖବର ପାଇ ପୁଲିସ ଘଟଣା ସ୍ଥଳରେ ପହଞ୍ଚି ମୃତଦେହ ଜବତ କରିବା ସହିତ ଘଟଣାର ତଦନ୍ତ ଆରମ୍ଭ କରିଛି। ସ୍ଥାନୀୟଲୋକେ ଉକ୍ତ ବସକୁ ଅଟକ ରଖିଥିବା ସୂଚନା ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    28.6 ° C
    28.6 °
    28.6 °
    69 %
    1.5kmh
    4 %
    Sun
    26 °
    Mon
    31 °
    Tue
    31 °
    Wed
    31 °
    Thu
    30 °

    ସମ୍ବନ୍ଧିତ