Friday, October 2, 2026
22.2 C
Odisha

    ଭୁଲ୍‌ ଇଞ୍ଜେକ୍ସନ୍ ନେଲା ଜୀବନ !

    ଆଗକୁ ପଢନ୍ତୁ

    ଯାଜପୁର   :  ଯାଜପୁର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଭୁଲ୍‌ ଇଞ୍ଜେକ୍ସନ୍ ଯୋଗୁଁ ଜଣେ ଯୁବକଙ୍କ ମୃତ୍ୟୁ ଘଟିଥିବା ଅଭିଯୋଗ ହୋଇଛି। ବର୍ତ୍ତମାନ ପର୍ଯ୍ୟନ୍ତ ମୃତକଙ୍କ ପରିଚୟ ମିଳିପାରିନାହିଁ। ଗତକାଲି ଅସୁସ୍ଥ ହେବାରୁ ଯୁବକଙ୍କୁ ମେଡିକାଲରେ ଭର୍ତ୍ତି କରାଯାଇଥିଲା। ଆଜି ସକାଳେ ଜଣେ ନର୍ସ ଆସି ତାଙ୍କୁ ଇଞ୍ଜେକ୍ସନ୍ ଦେଇଥିଲେ । ଏହାପରେ ଯୁବକଙ୍କୁ ସ୍ଵାସ୍ଥ୍ୟବସ୍ଥା ବିଗିଡିଯାଇଥିଲା। ଏବଂ ମୃତ୍ୟୁ ଘଟିଥିଲା। ଘଟଣାକୁ ନେଇ ମେଡିକାଲରେ ଉତ୍ତେଜନା ପ୍ରକାଶ ପାଇଛି। ଖବର ପାଇ ପୁଲିସ୍ ଘଟଣାସ୍ଥଳରେ ପହଞ୍ଚି ବୁଝାସୁଝା ଜାରି ରଖିଛି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    scattered clouds
    22.2 ° C
    22.2 °
    22.2 °
    79 %
    1kmh
    28 %
    Fri
    30 °
    Sat
    30 °
    Sun
    30 °
    Mon
    31 °
    Tue
    31 °

    ସମ୍ବନ୍ଧିତ