Sunday, September 27, 2026
21.7 C
Odisha

    ଭୂକମ୍ପରେ ଥରିଲା କୋରାପୁଟ, ରିକ୍ଟର ସ୍କେଲରେ ତୀବ୍ରତା ୪.୪ ରେକର୍ଡ

    ଆଗକୁ ପଢନ୍ତୁ

    ଜୟପୁର : ଭୂକମ୍ପରେ ଥରିଲା କୋରାପୁଟ । ଜୟପୁର, ଲମତାପୁଟ ଓ ନନ୍ଦପୁର ଅଞ୍ଚଳରେ ଭୂକମ୍ପର ଝଟକା ଅନୁଭୂତ ।  ରିକ୍ଟର ସ୍କେଲରେ ଭୂକମ୍ପର ତୀବ୍ରତା ୪.୪ ରେକର୍ଡ କରାଯାଇଛି । ଗତକାଲି ରାତି ୧୧ଟା ୩୧ ମିନିଟରେ ଭୂମିକମ୍ପ ଅନୁଭୂତ ହୋଇଥିଲା । ଭୟରେ ଘରୁ ବାହାରକୁ ପଳାଇଆସିଥିଲେ ଲୋକ । ଘରର ଆସବାବପତ୍ର ଦୋହଲିଯାଇଥିଲା  । ପ୍ରାୟ ୧୨ ସେକେଣ୍ଡ ଧରି ଭୂକମ୍ପ ଅନୁଭୂତ ହୋଇଥିଲା । ଯାହା ଲୋକଙ୍କ ଭିତରେ ଆତଙ୍କ ଖେଳାଇଦେଇଥିଲା ।

     

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    scattered clouds
    21.7 ° C
    21.7 °
    21.7 °
    96 %
    1.3kmh
    39 %
    Sun
    29 °
    Mon
    30 °
    Tue
    30 °
    Wed
    30 °
    Thu
    31 °

    ସମ୍ବନ୍ଧିତ