Monday, October 12, 2026
21.2 C
Odisha

    ଭୂକମ୍ପ ଝଟକାରେ ଥରିଲା ଲେହ, ତୀବ୍ରତା ୪.୧

    ଆଗକୁ ପଢନ୍ତୁ

    ଲଦାଖ : ଭାରତର ଏକ ସ୍ଥାନରେ ପୁଣି ଭୂକମ୍ପ ଝଟକା । ଯାହାର ତୀବ୍ରତା ୪.୧ ରେକର୍ଡ କରାଯାଇଛି । ଏହି ଭୂକମ୍ପ ଆଜି ଭୋର ପ୍ରାୟ ୩ଟା ୫୪ ମିନିଟରେ ଲଦାଖ ଲେହରେ ଅନୁଭୂତ ହୋଇଛି । ଫଳରେ ଲୋକମାନେ ଭୟରେ ଘରୁ ବାହାରି ପଳାଇଥିଲେ । ଭୂକମ୍ପର କେନ୍ଦ୍ରସ୍ଥଳ ୧୫୦ କିଲୋମିଟର ଗଭୀରତାରେ ଅନୁଭୂତ ହୋଇଥିବା NCS ପକ୍ଷରୁ ସୂଚନା ମିଳୁଛି । କିନ୍ତୁ ଏପର୍ଯ୍ୟନ୍ତ ସୁଦ୍ଧା କୌଣସି କ୍ଷୟକ୍ଷତିର ସୂଚନା ମିଳିନାହିଁ ।

     

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    21.2 ° C
    21.2 °
    21.2 °
    85 %
    0.9kmh
    0 %
    Mon
    29 °
    Tue
    30 °
    Wed
    30 °
    Thu
    30 °
    Fri
    31 °

    ସମ୍ବନ୍ଧିତ