Tuesday, March 31, 2026
25.7 C
Odisha

    ଭୟାବହ ଅଗ୍ନିକାଣ୍ଡ, ଜଳିଗଲା ୭ ବଖରା ସହ ଲକ୍ଷାଧିକ ଟଙ୍କାର ସାମଗ୍ରୀ

    ଆଗକୁ ପଢନ୍ତୁ

    କେନ୍ଦ୍ରପଡା  : ଭୟାବହ ଅଗ୍ନିକାଣ୍ଡରେ ଜଳିଗଲା ୭ ବଖରା ଘର। କେନ୍ଦ୍ରାପଡା ଜିଲ୍ଲା ଗରଦପୁର ବ୍ଲକ ତେଣ୍ଡାକୁଡା ପଞ୍ଚାୟତ ବସନ୍ତପୁର ଗାଁରେ ଘଟିଛି ଏଭଳି ଅଗ୍ନିକାଣ୍ଡ । ଗାଁର କୁଳମଣି ମଲ୍ଲିକ ଓ ଧୁଳ ମଲ୍ଲିକଙ୍କ ୭ ବଖରା ଚାଳଛପର ଘର ପୋଡି ପାଉଁଶ ହୋଇଯାଇଛି । ଧାନ ଚାଉଳ ସମେତ ଲକ୍ଷାଧିକ ଟଙ୍କାର ସାମଗ୍ରୀ ଜଳିଯାଇଛି । ସଟସର୍କିଟ ଯୋଗୁ ନିଆଁ ଲାଗିଥିବା ଜଣାପଡିଛି। ଅଗ୍ନିଶମବାହିନୀ ପହଂଚି ନିଆଁକୁ ଆୟତ୍ତ କରିଥିଲେ। ତୁରନ୍ତ ଅଗ୍ନି ବିପନ୍ନଙ୍କୁ ସହାୟତା ଦେବାକୁ ଦାବି କରିଛନ୍ତି ଗ୍ରାମବାସୀ ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    25.7 ° C
    25.7 °
    25.7 °
    48 %
    1.3kmh
    1 %
    Tue
    38 °
    Wed
    39 °
    Thu
    41 °
    Fri
    39 °
    Sat
    39 °

    ସମ୍ବନ୍ଧିତ