Saturday, October 10, 2026
24.5 C
Odisha

    ଭୟାବହ ଅଗ୍ନିକାଣ୍ଡ: ଜଳିଗଲା ଲକ୍ଷାଧିକ ଟଙ୍କାର ସାମଗ୍ରୀ

    ଆଗକୁ ପଢନ୍ତୁ

    ସୁନ୍ଦରଗଡ଼ ଜିଲା ରଘୁନାଥପାଲି ଥାନା ଅଧୀନ ରାଉରକେଲା ସିଭିଲ ଟାଉନ୍‌ଶିପରେ ଥିବା ଏକ ବଡ଼ ଗ୍ରୋସରୀ ଦୋକାନରେ ଶୁକ୍ରବାର ଭୟାବହ ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡରେ ଲକ୍ଷାଧିକ ଟଙ୍କାର ସାମଗ୍ରୀ ପୋଡ଼ି ନଷ୍ଟ ହୋଇଥିବା ଗ୍ରୋସରୀ ଦୋକାନ ମାଲିକ ଅଭିଯୋଗ କରିଛନ୍ତି। ଖବର ପାଇ ସ୍ଥାନୀୟ ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ଦୀର୍ଘ ସମୟ ଚେଷ୍ଟା ପରେ ନିଆଁକୁ ଆୟତ୍ତ କରିଥିବା ଜଣାପଡିଛି। ନିଆଁ ଲାଗିବାର ସ୍ପଷ୍ଟ କାରଣ ଜଣାପଡି ନ ଥିବା ବେଳେ ଶଟ୍‌ ସର୍କିଟ୍‌ରୁ ଅଗ୍ନିକାଣ୍ଡ ଘଟିଥାଇ ପାରେ ବୋଲି ଅଗ୍ନିଶମ ବିଭାଗ ପକ୍ଷରୁ ଅନୁମାନ କରାଯାଉଛି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    24.5 ° C
    24.5 °
    24.5 °
    77 %
    0.4kmh
    0 %
    Sat
    30 °
    Sun
    30 °
    Mon
    30 °
    Tue
    30 °
    Wed
    30 °

    ସମ୍ବନ୍ଧିତ