Monday, October 12, 2026
24.4 C
Odisha

    ମକର ସଂକ୍ରାନ୍ତିରେ ଅଘଟଣ: ଶ୍ରୀମନ୍ଦିରରେ ପଡିଲା ରକ୍ତ ଛିଟା, ବଡ଼ ମହାସ୍ନାନ ପାଇଁ ମହାପ୍ରଭୁଙ୍କ ଦର୍ଶନ ବନ୍ଦ

    ଆଗକୁ ପଢନ୍ତୁ

    ପୁରୀ  : ମକର ସଂକ୍ରାନ୍ତିରେ ଅଘଟଣ । ପୁରୀ ଶ୍ରୀମନ୍ଦିରରେ ପଡିଲା ରକ୍ତ ଛିଟା । ଫଳରେ ମହାପ୍ରଭୁଙ୍କ ବଡ଼ ମହାସ୍ନାନ ହୋଇଛି । ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଅବକାଶ ନୀତି ଶେଷ ହେବା ପରେ ଜୟ ବିଜୟ ଦ୍ଵାର ନିକଟରେ ରକ୍ତ ଛିଟା ପଡ଼ିଥିବାରୁ ମହାପ୍ରଭୁଙ୍କ ବଡ ମହାସ୍ନାନ ହୋଇଛି । ବଡ ମହାସ୍ନାନ ପାଇଁ ଦର୍ଶନ ବନ୍ଦ ରହିଛି।

    ଶ୍ରୀମନ୍ଦିରର ପରମ୍ପରା ଅନୁଯାୟୀ ଜୟ ବିଜୟ ଦ୍ବାର ସମ୍ମୁଖରୁ ଭିତର କାଠ, ଭକ୍ତ ପ୍ରତ୍ୟାବର୍ତ୍ତନ କରୁଥିବା ବେହରଣ ଦ୍ୱାର ଯାଏ ଯଦି କେହି ସେବାୟତ କି ବ୍ୟକ୍ତିଙ୍କର କିଛି ଦୁର୍ଘଟଣା ବଶତଃ ଶରୀରରୁ ରକ୍ତ ପଡେ କିମ୍ବା ଛୋଟ ଛୁଆ, ବୁଦ୍ଧ ଲୋକ ପରିସ୍ରା, ମଳତ୍ୟାଗ କରିଦେଲେ ସଙ୍ଗେ ସଙ୍ଗେ ମହାପ୍ରଭୁଙ୍କ ଚାଲିଥିବା ନୀତି ବନ୍ଦ କରାଯାଇଥାଏ । ଏହାପରେ ଠାକୁରଙ୍କର ମହାସ୍ନାନ କରାଯାଇଥାଏ ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    24.4 ° C
    24.4 °
    24.4 °
    78 %
    0.5kmh
    0 %
    Mon
    29 °
    Tue
    30 °
    Wed
    30 °
    Thu
    31 °
    Fri
    31 °

    ସମ୍ବନ୍ଧିତ