ଖବରରାଜ୍ୟ ମକର ସଂକ୍ରାନ୍ତିରେ ଲିଙ୍ଗରାଜଙ୍କ ନୀତିକାନ୍ତିନୀତିରେ ବିଭ୍ରାଟ, ସେବାୟତଙ୍କ ବିବାଦ ଯୋଗୁଁ ହୋଇପାରୁନି ନବାନ୍ନ ଲାଗି By Hemant January 14, 2026 8 0 ଆଗକୁ ପଢନ୍ତୁ ଅଧିକ ମାତ୍ରାରେ ପାଣି ପିଉଛନ୍ତି କି? ହୋଇଯାଆନ୍ତୁ ସାବଧାନ ନଚେତ ଭୋଗିବେ ଏହି ସମସ୍ୟା ରେପୋ ରେଟ୍ ଅପରିବର୍ତ୍ତିତ ରଖିଲା RBI, ୫.୨୫%ରେ ରହିଲା ସ୍ଥିର ରିମାଣ୍ଡରେ ଯିବ କୁଖ୍ୟାତ ଅପରାଧୀ ରାଜା ସାହାଣୀ, ଅନୁମତି ଦେଲେ କଟକ ଜେଏମଏଫସି କୋର୍ଟ ୧୪ ଏପ୍ରିଲରେ ଶୁକ୍ରାଦିତ୍ୟ ରାଜଯୋଗ ; ଏହି ରାଶିଙ୍କୁ କୋଟିପତି କରିବେ ଶୁକ୍ର-ସୂର୍ଯ୍ୟ Hemant ଭୁବନେଶ୍ୱର : ପୁଣି ଉପାସରେ ପ୍ରଭୁ ଲିଙ୍ଗରାଜ । ସମସ୍ତ ନୀତିକାନ୍ତି ବନ୍ଦ । ଆଜି ମକର ସଂକ୍ରାନ୍ତିରେ ବନ୍ଦ ରହିଛି ଲିଙ୍ଗରାଜଙ୍କ ସମସ୍ତ ନୀତିକାନ୍ତି । ଆଜି ମହାଦେବଙ୍କ ପାଖରେ ନବାନ୍ନ ଲାଗି ହୋଇଥାନ୍ତା । ହେଲେ ୧୨ ଘଣ୍ଟାରୁ ଅଧିକ ସମୟ ଧରି ଉପବାସରେ ଅଛନ୍ତି ଲିଙ୍ଗରାଜ । ଉଭୟ ବ୍ରାହ୍ମଣ ନିଯୋଗ ଓ ବଡୁ ନିଯୋଗ ମଧ୍ୟରେ ବିବାଦରୁ ପ୍ରଭୁ ଲିଙ୍ଗରାଜଙ୍କ ନୀତି ବନ୍ଦ ରହିଛି । ବିଗତ କିଛି ବର୍ଷ ହେବ ବିବାଦ ଚାଲିଥିଲା । ଏହାକୁ ନେଇ ହାଇକୋର୍ଟର ଦ୍ବାରସ୍ଥ ହୋଇଥିଲା ବଡ଼ୁ ନିଯୋଗ । ଦେବୋତ୍ତର ବିଭାଗକୁ ଏହି ବିବାଦର ସମାଧାନ କରିବା ପାଇଁ ନିର୍ଦ୍ଦେଶ ଦେଇଥିଲେ କୋର୍ଟ । ହେଲେ ଏଯାଏଁ ଏହାର ସମାଧାନ ହୋଇପାରିଲା ନାହିଁ । ଏଣୁ ଆଜି ସନ୍ଧ୍ୟା ଧୂପ ପରଠାରୁ ପ୍ରଭୁ ଲିଙ୍ଗରାଜଙ୍କ ସମସ୍ତ ନୀତି ବନ୍ଦ ରହିଛି । ସମସ୍ୟାର ସମାଧାନ ନହେବା ପର୍ଯ୍ୟନ୍ତ ନୀତି ବନ୍ଦ ରହିବ ବୋଲି ଚେତାବନୀ ଦେଇଛନ୍ତି ସେବାୟତ । ବାରମ୍ବାର ପ୍ରଭୁ ଲିଙ୍ଗରାଜ ଉପବାସରେ ରହିବାକୁ ନେଇ ଅସନ୍ତୋଷ ପ୍ରକାଶ କରିଛନ୍ତି ଭକ୍ତ । Continue Reading ଖବରରାଜ୍ୟ TagsLingaraj templestate Share FacebookTwitterPinterestWhatsApp Previous articleମକର ସଂକ୍ରାନ୍ତିରେ ଅଘଟଣ: ଶ୍ରୀମନ୍ଦିରରେ ପଡିଲା ରକ୍ତ ଛିଟା, ବଡ଼ ମହାସ୍ନାନ ପାଇଁ ମହାପ୍ରଭୁଙ୍କ ଦର୍ଶନ ବନ୍ଦNext articleଦୁଇ ଦିନ ଶୀତ ଲହରୀ: ଆଜି ଝାରସୁଗୁଡ଼ା ସବୁଠୁ ଥଣ୍ଡା ସହର ଅନ୍ୟାନ୍ୟ ଖବର ରେପୋ ରେଟ୍ ଅପରିବର୍ତ୍ତିତ ରଖିଲା RBI, ୫.୨୫%ରେ ରହିଲା ସ୍ଥିର ଆସାମ, କେରଳ ଓ ପୁଡୁଚେରୀ ବିଧାନସଭା ନିର୍ବାଚନ ପାଇଁ ପ୍ରଚାର ଶେଷ, ୯ ଏପ୍ରିଲରେ ଭୋଟ୍ ରିମାଣ୍ଡରେ ଯିବ କୁଖ୍ୟାତ ଅପରାଧୀ ରାଜା ସାହାଣୀ, ଅନୁମତି ଦେଲେ କଟକ ଜେଏମଏଫସି କୋର୍ଟ ରାଜ୍ୟରେ ଆସନ୍ତା ୧୦ ତାରିଖ ଯାଏଁ କାଳବୈଶାଖୀ ସମ୍ଭାବନା, ୧୩ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଭିଜିଲାନ୍ସ ଜାଲରେ ଅତିରିକ୍ତ ମୁଖ୍ୟ ଯନ୍ତ୍ରୀ, ଏକକାଳୀନ ୬ଟି ସ୍ଥାନରେ ଚାଲିଛି ରେଡ୍ ପାଣିପାଗ Odisha clear sky enter location 37.8 ° C 37.8 ° 37.8 ° 13 % 3.6kmh 3 % Wed 39 ° Thu 37 ° Fri 39 ° Sat 39 ° Sun 42 ° ସମ୍ବନ୍ଧିତ ଆସାମ, କେରଳ ଓ ପୁଡୁଚେରୀ ବିଧାନସଭା ନିର୍ବାଚନ ପାଇଁ ପ୍ରଚାର ଶେଷ, ୯ ଏପ୍ରିଲରେ ଭୋଟ୍ ରିମାଣ୍ଡରେ ଯିବ କୁଖ୍ୟାତ ଅପରାଧୀ ରାଜା ସାହାଣୀ, ଅନୁମତି ଦେଲେ କଟକ ଜେଏମଏଫସି କୋର୍ଟ ରାଜ୍ୟରେ ଆସନ୍ତା ୧୦ ତାରିଖ ଯାଏଁ କାଳବୈଶାଖୀ ସମ୍ଭାବନା, ୧୩ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଭିଜିଲାନ୍ସ ଜାଲରେ ଅତିରିକ୍ତ ମୁଖ୍ୟ ଯନ୍ତ୍ରୀ, ଏକକାଳୀନ ୬ଟି ସ୍ଥାନରେ ଚାଲିଛି ରେଡ୍