Tuesday, October 13, 2026
28.9 C
Odisha

    ମଙ୍ଗଳବାର ତୃତୀୟ ପର୍ଯ୍ୟାୟ ମତଦାନ, ୧୨ରାଜ୍ୟର ୯୪ଟି ଆସନରେ ହେବ ଭୋଟ୍ ଗ୍ରହଣ

    ଆଗକୁ ପଢନ୍ତୁ

    ଲୋକସଭା ନିର୍ବାଚନ ୨୦୨୪ ପାଇଁ ପ୍ରଚାର ଜାରି ରହିଛି। ଅନ୍ୟପକ୍ଷରେ ମଙ୍ଗଳବାର ୧୨ଟି ରାଜ୍ୟର ୯୪ଟି ଲୋକସଭା ଆସନ ପାଇଁ ତୃତୀୟ ପର୍ଯ୍ୟାୟ ମତଦାନ ହେବ। ଏହା ପୂର୍ବରୁ ପ୍ରଥମ ପର୍ଯ୍ୟାୟରେ ୧୦୨ ଟି ଆସନ ଏବଂ ଦ୍ୱିତୀୟ ପର୍ୟ୍ୟାୟରେ ୮୮ ଟି ଆସନ ପାଇଁ ମତଦାନ ହୋଇଥିଲା । ତୃତୀୟ ପର୍ଯ୍ୟାୟ ପରେ ଦେଶର ୨୮୪ ଟି ଆସନ ମଧ୍ୟରୁ ଅଧାରୁ ଅଧିକ ଆସନରେ ମତଦାନ ଶେଷ ହୋଇଯିବ । ଏହି ୯୪ ଆସନ ମଧ୍ୟରୁ ଗୁଜରାଟର ୨୫ଟି, କର୍ଣ୍ଣାଟକର ୧୪ଟି ଓ ମହାରାଷ୍ଟ୍ରର ୧୧ଟି ଆସନରେ ମତଦାନ ହେବ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    28.9 ° C
    28.9 °
    28.9 °
    58 %
    1.7kmh
    0 %
    Tue
    30 °
    Wed
    30 °
    Thu
    30 °
    Fri
    31 °
    Sat
    31 °

    ସମ୍ବନ୍ଧିତ