Thursday, June 5, 2025
29.3 C
Odisha

    ମଙ୍ଗଳବାର ଦାନ କରନ୍ତୁ ଏହି ଜିନିଷ, ମିଳିବ ଶୁଭଫଳ

    ଆଗକୁ ପଢନ୍ତୁ

    ମଙ୍ଗଳବାର ହେଉଛି ହନୁମାନଙ୍କ ଦିନ। ହନୁମାନଙ୍କୁ ସ୍ମରଣ କରି ମଙ୍ଗଳବାର ଯଦି କିଛି ଉପାୟ କରାଯାଏ, ତେବେ ଋଣ ବୋଝରୁ ମୁକ୍ତି ମିଳିଥାଏ।

    • କରଜରୁ ମୁକ୍ତି ପାଇବା ପାଇଁ ମଙ୍ଗଳବାର ଦାନ କରିବା ଦରକାର। ମଙ୍ଗଳବାର ଦିନ ଧନ, ଅନ୍ନ, ବସ୍ତ୍ର ଆଦି ଦାନ କରିବା ଦ୍ବାରା ଋଣରୁ ଶୀଘ୍ର ମୁକ୍ତି ମିଳିଥାଏ। ତେବେ ଦାନ କରିବା ସମୟରେ ହନୁମାନଙ୍କୁ ଅବଶ୍ୟ ସ୍ମରଣ କରିବା ଉଚିତ।
    • ସେହିପରି କରଜରୁ ମୁକ୍ତି ପାଇଁ ମଙ୍ଗଳବାରରେ ‘ଓଁ ହନୁମତେ ନମଃ’ ମନ୍ତ୍ରକୁ ୧୦୮ ଥର ଜପ କରନ୍ତୁ। ଏହା ଦ୍ବାରା ଧନ ଅଭାବ ରହେ ନାହିଁ ଏବଂ ଲକ୍ଷ୍ମୀ ବାସ କରନ୍ତି।
    • ମଙ୍ଗଳବାର ଦିନ ହନୁମାନଙ୍କ ସାମ୍ନାରେ ବସି ତାଙ୍କର ଧ୍ୟାନ କରି ହନୁମାନ ସ୍ତୋତ୍ର ପାଠ କରିବା ଦରକାର।
    • ମଙ୍ଗଳବାରରେ ହନୁମାନଙ୍କୁ ୧୧ଟି ଅଶ୍ବତ୍‌ଥ ପତ୍ରରେ ଶ୍ରୀରାମ ଲେଖି ହନୁମାନଙ୍କୁ ଅର୍ପଣ କରନ୍ତୁ। ଏହା ଦ୍ବାରା ଋଣ ଭାର କମ୍ ହୁଏ।
    • ଏହିଦିନ ଲକ୍ଷ୍ମୀପୂଜା କଲେ ବି କରଜରୁ ମୁକ୍ତି ମିଳିଥାଏ। ଏହା ସହ ଧନ ବି ବୃଦ୍ଧି ହୁଏ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    scattered clouds
    29.3 ° C
    29.3 °
    29.3 °
    48 %
    1.5kmh
    27 %
    Thu
    28 °
    Fri
    39 °
    Sat
    40 °
    Sun
    42 °
    Mon
    42 °

    ସମ୍ବନ୍ଧିତ