Sunday, October 18, 2026
24.8 C
Odisha

    ମଝି ରାସ୍ତାରେ ଜଳିଗଲା ଆମ ବସ୍, ସର୍ଟିସର୍କିଟରୁ ଅଗ୍ନିକାଣ୍ଡ ଘଟିଥିବା ସୂଚନା

    ଆଗକୁ ପଢନ୍ତୁ

    ଭୁବନେଶ୍ବର  : ମଝି ରାସ୍ତାରେ ଜଳିଗଲା ଆମ ବସ୍ ।  ଭୁବନେଶ୍ବର କଳିଙ୍ଗ ଷ୍ଟୁଡିଓ ଛକରେ ଘଟିଛି ଏଭଳି ଅଘଟଣ ।  ପୋଲିସ ପହଞ୍ଚି ବସରେ ଥିବା ଯାତ୍ରୀମାନଙ୍କୁ ଉଦ୍ଧାର କରିଛି ।  ସର୍ଟିସର୍କିଟରୁ ଅଗ୍ନିକାଣ୍ଡ ଘଟିଥିବା ସୂଚନା ମିଳିଛି ।  ଘଟଣାସ୍ଥଳରେ ଅଗ୍ନିଶମବାହିନୀ ପହଞ୍ଚି ନିଆଁ ଲିଭାଇବାକୁ ଉଦ୍ୟମ କରୁଛି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    24.8 ° C
    24.8 °
    24.8 °
    78 %
    1.5kmh
    100 %
    Sun
    24 °
    Mon
    31 °
    Tue
    30 °
    Wed
    30 °
    Thu
    29 °

    ସମ୍ବନ୍ଧିତ