Tuesday, October 6, 2026
23.8 C
Odisha

    ମଧୁସୂଦନ ପାଢ଼ୀ ହେଲେ ରାଜ୍ୟ ନିର୍ବାଚନ କମିଶନର

    ଆଗକୁ ପଢନ୍ତୁ

    ଭୁବନେଶ୍ୱର : ଆଦିତ୍ୟ ପାଢ଼ୀଙ୍କ ଅବସର ପରେ ଖାଲି ପଡ଼ିଥିଲା
    ରାଜ୍ୟ ନିର୍ବାଚନ କମିଶନର ପଦ। ମଧୁସୂଦନ ପାଢ଼ୀ ହେଲେ ନୂଆ ରାଜ୍ୟ ନିର୍ବାଚନ କମିଶନର। ଏଣିକି ଦାୟିତ୍ୱ ତୁଲାଇବେ ଅବସରପ୍ରାପ୍ତ ଆଇଏଏସ୍‌ ମଧୁସୂଦନ ପାଢ଼ୀ।

    ମଧୁସୂଦନ ପାଢ଼ୀ ହେଉଛନ୍ତି ୧୯୯୧ ବ୍ୟାଚ୍ ଆଇଏଏସ୍ ଅଫିସର, ଯିଏ କି ପୂର୍ବରୁ ଓଡ଼ିଶା ରାଜ୍ୟପାଳଙ୍କ ପ୍ରମୁଖ ସଚିବ ଥିଲେ। ଦୀର୍ଘ ବର୍ଷର କ୍ୟାରିୟରରେ ମଧୁସୂଦନ ପାଢ଼ୀ ସୂଚନା ପ୍ରଯୁକ୍ତି ବିଦ୍ୟା ଓ ପରିବହନ ସମେତ ବିଭିନ୍ନ ସରକାରୀ ବିଭାଗରେ କାର୍ଯ୍ୟ କରିଛନ୍ତି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    light rain
    23.8 ° C
    23.8 °
    23.8 °
    87 %
    1.5kmh
    1 %
    Tue
    23 °
    Wed
    31 °
    Thu
    31 °
    Fri
    30 °
    Sat
    30 °

    ସମ୍ବନ୍ଧିତ