Friday, April 3, 2026
33.6 C
Odisha

    ମନୋଜ ଆହୁଜା ହେଲେ ଶ୍ରୀଜଗନ୍ନାଥ ମନ୍ଦିର ପରିଚାଳନା କମିଟିର କାର୍ଯ୍ୟକାରୀ ଅଧ୍ୟକ୍ଷ

    ଆଗକୁ ପଢନ୍ତୁ

    ଭୁବନେଶ୍ୱର: ରାଜ୍ୟ ସରକାରଙ୍କ ପକ୍ଷରୁ ପୁରୀ ଶ୍ରୀଜଗନ୍ନାଥ ମନ୍ଦିର ପରିଚାଳନା କମିଟି(ଏସଜେଟିଏ)ର କାର୍ଯ୍ୟକାରୀ ଅଧ୍ୟକ୍ଷ ଭାବେ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କୁ ନିଯୁକ୍ତି ପ୍ରଦାନ କରାଯାଇଛି । ଏ ନେଇ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ଏହାସହିତ ନୂଆଦିଲ୍ଲୀସ୍ଥିତ ଓଡିଶା ସରକାରଙ୍କ ମୁଖ୍ୟ ଆବାସିକ ଆୟୁକ୍ତ ଭାବେ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା ଅତିରିକ୍ତ ଦାୟିତ୍ୱ ତୁଲାଇବେ ବୋଲି ବିଜ୍ଞପ୍ତିରେ ଦର୍ଶାଯାଇଛି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    33.6 ° C
    33.6 °
    33.6 °
    23 %
    0.6kmh
    100 %
    Fri
    34 °
    Sat
    39 °
    Sun
    36 °
    Mon
    38 °
    Tue
    37 °

    ସମ୍ବନ୍ଧିତ