Tuesday, October 27, 2026
21.9 C
Odisha

    ମନୋଜ ଆହୁଜା ହେଲେ ଶ୍ରୀଜଗନ୍ନାଥ ମନ୍ଦିର ପରିଚାଳନା କମିଟିର କାର୍ଯ୍ୟକାରୀ ଅଧ୍ୟକ୍ଷ

    ଆଗକୁ ପଢନ୍ତୁ

    ଭୁବନେଶ୍ୱର: ରାଜ୍ୟ ସରକାରଙ୍କ ପକ୍ଷରୁ ପୁରୀ ଶ୍ରୀଜଗନ୍ନାଥ ମନ୍ଦିର ପରିଚାଳନା କମିଟି(ଏସଜେଟିଏ)ର କାର୍ଯ୍ୟକାରୀ ଅଧ୍ୟକ୍ଷ ଭାବେ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କୁ ନିଯୁକ୍ତି ପ୍ରଦାନ କରାଯାଇଛି । ଏ ନେଇ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ଏହାସହିତ ନୂଆଦିଲ୍ଲୀସ୍ଥିତ ଓଡିଶା ସରକାରଙ୍କ ମୁଖ୍ୟ ଆବାସିକ ଆୟୁକ୍ତ ଭାବେ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା ଅତିରିକ୍ତ ଦାୟିତ୍ୱ ତୁଲାଇବେ ବୋଲି ବିଜ୍ଞପ୍ତିରେ ଦର୍ଶାଯାଇଛି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    21.9 ° C
    21.9 °
    21.9 °
    69 %
    0.9kmh
    100 %
    Mon
    22 °
    Tue
    26 °
    Wed
    22 °
    Thu
    22 °
    Fri
    25 °

    ସମ୍ବନ୍ଧିତ