Monday, March 30, 2026
26.9 C
Odisha

    ମନ୍ କି ବାତରେ ଓମ୍ ପ୍ରକାଶ ରଥଙ୍କୁ ପ୍ରଶଂସା କଲେ ମୋଦି

    ଆଗକୁ ପଢନ୍ତୁ

    ସାଲେପୁର : ମନ୍ କି ବାତରେ ଓମ୍ ପ୍ରକାଶ ରଥଙ୍କୁ ପ୍ରଶଂସା କରିଛନ୍ତି ମୋଦି । ମହିଳା ସଶକ୍ତୀକରଣ କ୍ଷେତ୍ରରେ କାର୍ଯ୍ୟ ପାଇଁ ପ୍ରଧାନମନ୍ତ୍ରୀ ତାଙ୍କର ପ୍ରଶଂସା କରିଛନ୍ତି । କଟକ ଜିଲ୍ଲା ନିଶ୍ଚିନ୍ତକୋଇଲି ବ୍ଲକ ବଡ଼ଖୀର ପଞ୍ଚାୟତ ଗୋପପୁର ଗାଁର ଓମ ପ୍ରକାଶ ରଥ । ସେ କେନ୍ଦ୍ରାପଡ଼ାର ହୃଦାନନ୍ଦ ସ୍ମାରକୀ ମହାବିଦ୍ୟାଳୟ ଚାନ୍ଦୋଳରେ ଯୁକ୍ତ ୩ ପ୍ରଥମ ବର୍ଷରେ ପଢୁଛନ୍ତି ।

    ​ କେନ୍ଦ୍ର ସରକାରଙ୍କ ‘ମାଇଁ ଭାରତ ବଜେଟ୍ କ୍ୱେଷ୍ଟ୍’ ପ୍ରତିଯୋଗିତାରେ ଅଂଶଗ୍ରହଣ କରିଥିବା ପ୍ରାୟ ୧୨ ଲକ୍ଷ ଯୁବପିଢ଼ିଙ୍କ ମଧ୍ୟରୁ ; ‘ଓମେନ୍ ଲେଡ୍ ଡେଭଲପମେଣ୍ଟ୍’ ବା ମହିଳାଙ୍କ ନେତୃତ୍ୱରେ ବିକାଶ ସମ୍ପର୍କିତ ପ୍ରବନ୍ଧରେ ଓମ୍ ପ୍ରକାଶ ରଥଙ୍କର ଚିନ୍ତାଧାରା ଓ ବିଶ୍ଳେଷଣ ପ୍ରଧାନମନ୍ତ୍ରୀଙ୍କୁ ଅଭିଭୂତ କରିଛି।

    ଓମ୍ ପ୍ରକାଶ ରଥଙ୍କ ପ୍ରବନ୍ଧ ପ୍ରଶଂସିତ ହେବା ରାଜ୍ୟର ଯୁବ ପ୍ରତିଭାଙ୍କ ବୈଦ୍ଧିକ ଦକ୍ଷତାର ପରିଚୟ ଦେଉଛି ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ତାଙ୍କର ଏହି ସଫଳତା ପାଇଁ ଆନ୍ତରିକ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଉଛନ୍ତି। ଓମ ପ୍ରକାଶଙ୍କ ନିକଟକୁ ଚାରିଆଡୁ ଏବେ ଶୁଭେଚ୍ଛାର ସୁଅ ଛୁଟିଛି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    26.9 ° C
    26.9 °
    26.9 °
    24 %
    2.3kmh
    0 %
    Sun
    27 °
    Mon
    41 °
    Tue
    39 °
    Wed
    40 °
    Thu
    40 °

    ସମ୍ବନ୍ଧିତ