Saturday, April 11, 2026
30.4 C
Odisha

    ମନ୍‌ କି ବାତ୍‌ କାର୍ଯ୍ୟକ୍ରମରେ ସ୍ବଦେଶୀ ଜିନିଷ କିଣିବାକୁ ଆହ୍ବାନ ଦେଲେ ପ୍ରଧାନମନ୍ତ୍ରୀ

    ଆଗକୁ ପଢନ୍ତୁ

    ନୂଆଦିଲ୍ଲୀ  : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୧୨୭ ତମ ‘ମନ୍‌ କି ବାତ୍‌’ କାର୍ଯ୍ୟକ୍ରମରେ ପ୍ରଥମେ ଛଟ୍‌ ପର୍ବର ଶୁଭେଚ୍ଛା ଜଣାଇଛନ୍ତି। ପ୍ରଧାନମନ୍ତ୍ରୀ କହିଛନ୍ତି, ଛଟ୍‌ ପର୍ବ ହିଁ ଏକତାର ପ୍ରତୀକ ଅଟେ। ସେ କହିଛନ୍ତି,  ସମାଜର ପ୍ରତ୍ୟେକ ବର୍ଗ ଛଟ ଘାଟରେ ଏକାଠି ଠିଆ ହୋଇଛନ୍ତି, ଯାହା ଭାରତର ସାମାଜିକ ଏକତାର ସବୁଠାରୁ ସୁନ୍ଦର ଉଦାହରଣ। ସେ ସମସ୍ତ ଦେଶବାସୀଙ୍କୁ ବାର୍ତ୍ତା ଦେଇଥିଲେ ଯେ, ସେମାନେ ଦେଶ କିମ୍ବା ବିଶ୍ୱର ଯେଉଁଠାରେ ଥାଆନ୍ତୁ ନା କାହିଁକି, ସେମାନେ ଏହି ମହାନ ଛଟ ପର୍ବରେ ଅଂଶଗ୍ରହଣ କରିବା ଏବଂ ଏହାକୁ ଅନୁଭବ କରିବା ଉଚିତ। ସେ ବିଶେଷକରି ବିହାର, ଝାଡ଼ଖଣ୍ଡ ଏବଂ ପୂର୍ବାଞ୍ଚଳର ଲୋକମାନଙ୍କୁ ଶୁଭେଚ୍ଛା ଜଣାଇଛନ୍ତି।

    ଏଥିରେ ପ୍ରଧାନମନ୍ତ୍ରୀ ଅପରେଶନ ସିନ୍ଦୂର କଥା କହିବା ସହ ସ୍ବଦେଶୀ ଉତ୍ପାଦ କିଣିବାକୁ ଜନସାଧାରଣଙ୍କୁ ଆହ୍ବାନ ବି ଦେଇଛନ୍ତି। GSTକୁ ନେଇ ଦେଶବାସୀଙ୍କ ମଧ୍ୟରେ ଉତ୍ସାହ ରହିଛି। ବଜାରରେ ସ୍ବଦେଶୀ ଜିନିଷ ପ୍ରତି ଆଗ୍ରହ ବଢିବାରେ ଲାଗିଛି କହିଛନ୍ତି ପ୍ରଧାନମନ୍ତ୍ରୀ ।

     

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    30.4 ° C
    30.4 °
    30.4 °
    14 %
    2kmh
    0 %
    Sat
    32 °
    Sun
    40 °
    Mon
    42 °
    Tue
    43 °
    Wed
    43 °

    ସମ୍ବନ୍ଧିତ