Sunday, April 5, 2026
28 C
Odisha

    ମମତା ବାନାର୍ଜୀ ପୁଣି ଆହତ

    ଆଗକୁ ପଢନ୍ତୁ

    ନିର୍ବାଚନ ପ୍ରଚାର ବେଳେ ଆହତ ହେଲେ ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ। ଶନିବାର (ଏପ୍ରିଲ ୨୭) ହେଲିକପ୍ଟରରେ ଚଢ଼ିବା ବେଳେ ଝୁଣ୍ଟି ପଡ଼ି ଆହତ ହୋଇଛନ୍ତି। ପଶ୍ଚିମ ବର୍ଦ୍ଧମାନର ଦୁର୍ଗାପୁରରେ ଏହି ଦୁର୍ଘଟଣା ଘଟିଛି । ମମତା ପ୍ରଚାର କରିବାକୁ ଯାଇଥିଲେ। ଘଟଣାର ଭିଡିଓ ସାମ୍ନାକୁ ଆସିଛି । ଏଥିରେ ଦେଖିବାକୁ ମିଳୁଛି ମମତା ତାଙ୍କ କାରରୁ ଓହ୍ଲାଇ ହେଲିକପ୍ଟରରେ ଚଢୁଛନ୍ତି। ଏହି ସମୟରେ ହେଲିକପ୍ଟରର ଫାଟକ ନିକଟରେ ସେ ଝୁଣ୍ଟି ତଳେ ପଡ଼ିଯାଇଥିଲେ। ମମତାଙ୍କ ସୁରକ୍ଷା କର୍ମୀମାନେ ତାଙ୍କୁ ଉଠାଇଥିଲେ । ତେବେ ସେ ସାମାନ୍ୟ ଆହତ ହୋଇଥିବା କୁହାଯାଇଛି। ଏହି ଘଟଣା ସତ୍ତ୍ୱେ ମମତା ନିର୍ବାଚନ ଯାତ୍ରା ଜାରି ରଖିଥିଲେ। ଦୁର୍ଗାପୁର ପରେ ସେ ଆସାନସୋଲକୁ ଯାଇଥିଲେ ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    scattered clouds
    28 ° C
    28 °
    28 °
    51 %
    2.6kmh
    33 %
    Sun
    30 °
    Mon
    38 °
    Tue
    37 °
    Wed
    38 °
    Thu
    36 °

    ସମ୍ବନ୍ଧିତ