Friday, April 3, 2026
39.1 C
Odisha

    ମର୍ମନ୍ତୁଦ ସଡ଼କ ଦୁର୍ଘଟଣା, ଚାଲିଗଲା ୪ ଜୀବନ

    ଆଗକୁ ପଢନ୍ତୁ

    ଲକ୍ଷ୍ମୀପୁର : ରାୟଗଡା ଜିଲ୍ଲା ଗୁଣପୁର ଥାନା ଅନ୍ତର୍ଗତ ଭାଲେରୀ କୁଡ଼ିଆ ଗ୍ରାମ ମୁଖ୍ୟ ରାସ୍ତାରେ ଭାରସାମ୍ୟ ହରାଇ ଗଛକୁ ପିଟିଲା ଟିପ୍ପର । ଫଳରେ ୨ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ଚାଳକ ଜଣକ ଗୁରୁତର ଭାବେ ଆହତ ହୋଇଛନ୍ତି । ମୃତକ ଦ୍ବୟ ହେଲେ ରାମାନାଗୁଡା ବ୍ଲକ ଅନ୍ତର୍ଗତ ଅର୍ଜୁନଗୁଡା ଗ୍ରାମର ଅଲିକ୍ଷ ପାତିକା ଓ ଅଜୟ ପାଲକା ବୋଲି ଜଣାପଡିଛି ।

    ସୂଚନା ଅନୁସାରେ ଆଜି ଭୋର ସମୟରେ ଟିପ୍ପରଟି ଗୁଣପୁରରେ ବାଲି ଅନଲୋଡ କରି ଫେରିବା ସମୟରେ ଦୁର୍ଘଟଣାର ଶିକାର ହୋଇଥିଲା । ସଂଗେ ସଂଗେ ସମସ୍ତଙ୍କୁ ଆମ୍ବୁଲାନ୍ସ ଯୋଗେ ଉଦ୍ଧାର କରି ଗୁଣପୁର ଉପଖଣ୍ଡ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିବା ବେଳେ ୨ ଜଣଙ୍କ ମୃତ୍ୟୁ ଘଟିଛି । ଗୁରୁତର ଚାଳକ ଜଣକ ଉତ୍ତମ ଚିକିତ୍ସା ପାଇଁ ବାହାରକୁ ସ୍ଥାନାନ୍ତର କରାଯାଇଥିବା ଗୁଣପୁର ଉପଖଣ୍ଡ ଚିକିତ୍ସାଳୟର ଡାକ୍ତର ସନ୍ଦୀପ ସ୍ୱାଇଁ ପ୍ରକାଶ କରିଛନ୍ତି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    scattered clouds
    39.1 ° C
    39.1 °
    39.1 °
    16 %
    4.5kmh
    41 %
    Fri
    38 °
    Sat
    39 °
    Sun
    37 °
    Mon
    39 °
    Tue
    38 °

    ସମ୍ବନ୍ଧିତ